Joel 1:4 — Compare Translations
5 translations compared side by side
Odia - 1840
"ଯାହା ଶୂକ କୀଟ ଛାଡିଛନ୍ତି ତାକୁ ପଙ୍ଗପାଳ ଖାଇଛନ୍ତି। ଯାହା ପଙ୍ଗପାଳ ଛାଡିଛନ୍ତି ତାକୁ ପତଙ୍ଗ ଶଷେ କରିଛନ୍ତି ଏବଂ ଯାହା ପତଙ୍ଗ ଛାଡିଛନ୍ତି ତାକୁ ଘୁଘୁର୍ରିଯା ନଷ୍ଟ କରିଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଶୂକକୀଟ ଯାହା ଛାଡ଼ିଲା, ପଙ୍ଗପାଳ ତାହା ଖାଇଅଛି ଓ ପଙ୍ଗପାଳ ଯାହା ଛାଡ଼ିଲା, ପତଙ୍ଗ ତାହା ଖାଇଅଛି ଓ ପତଙ୍ଗ ଯାହା ଛାଡ଼ିଲା, ଘୁର୍ଘୁରିଆ ତାହା ଖାଇଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ଯାହା ଶୂକ କୀଟ ଛାଡ଼ିଛନ୍ତି ତାକୁ ପଙ୍ଗପାଳ ଖାଇଛନ୍ତି। ଯାହା ପଙ୍ଗପାଳ ଛାଡ଼ିଛନ୍ତି ତାକୁ ପତଙ୍ଗ ଶେଷ କରିଛନ୍ତି ଏବଂ ଯାହା ପତଙ୍ଗ ଛାଡ଼ିଛନ୍ତି ତାକୁ ଘୁର୍ଘୁରିୟା ନଷ୍ଟ କରିଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଶୂକ କୀଟ ଯାହା ଛାଡ଼ିଲା, ପଙ୍ଗପାଳ ତାହା ଖାଇଅଛି ଓ ପଙ୍ଗପାଳ ଯାହା ଛାଡ଼ିଲା, ପତଙ୍ଗ ତାହା ଖାଇଅଛି ଓ ପତଙ୍ଗ ଯାହା ଛାଡ଼ିଲା, ଘୁର୍ଘୁରିଆ ତାହା ଖାଇଅଛି।
Odia IRV 2017 (ଓଡିଆ ବାଇବେଲ)
ଶୂକ କୀଟ ଯାହା ଛାଡ଼ିଲା, ପଙ୍ଗପାଳ ତାହା ଖାଇଅଛି ଓ ପଙ୍ଗପାଳ ଯାହା ଛାଡ଼ିଲା, ପତଙ୍ଗ ତାହା ଖାଇଅଛି ଓ ପତଙ୍ଗ ଯାହା ଛାଡ଼ିଲା, ଘୁର୍ଘୁରିଆ ତାହା ଖାଇଅଛି।