Joel 1:5 — Compare Translations
5 translations compared side by side
Odia - 1840
"ହେ ମଦ୍ଯପଗଣ, ଉଠ ଓ ରୋଦନ କର। ତୁମ୍ଭେ ସମସ୍ତେ ଯେଉଁମାନେ ମଦ୍ଯପାନ କରିଛ, କ୍ରନ୍ଦନ କର। କାରଣ ତୁମ୍ଭର ସହେି ମଧୁର ଦ୍ରାକ୍ଷାରସ ଶଷେ ହାଇେଛି। ତୁମ୍ଭମାନେେ ଆଉ ତା'ର ସ୍ବାଦ ପାଇବ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ମତୁଆଳାମାନେ, ଜାଗି ଉଠ ଓ ରୋଦନ କର, ହେ ମଦ୍ୟପାୟୀ ସମସ୍ତେ, ମିଷ୍ଟ ଦ୍ରାକ୍ଷାରସ ସକାଶୁ ହାହାକାର କର; କାରଣ ତାହା ତୁମ୍ଭମାନଙ୍କର ମୁଖରୁ ଅନ୍ତର କରାଯାଇ ଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ପଙ୍ଗପାଳଙ୍କର ପ୍ରବେଶ ହେ ମଦ୍ୟପିଗଣ, ଉଠ ଓ ରୋଦନ କର। ତୁମ୍ଭେ ସମସ୍ତେ ଯେଉଁମାନେ ମଦ୍ୟପାନ କରିଛ, କ୍ରନ୍ଦନ କର। କାରଣ ତୁମ୍ଭର ସେହି ମଧୁର ଦ୍ରାକ୍ଷାରସ ଶେଷ ହୋଇଛି। ତୁମ୍ଭେମାନେ ଆଉ ତା’ର ସ୍ୱାଦ ପାଇବ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ମତୁଆଳାମାନେ, ଜାଗି ଉଠ ଓ ରୋଦନ କର, ହେ ମଦ୍ୟପାୟୀ ସମସ୍ତେ, ମିଷ୍ଟ ଦ୍ରାକ୍ଷାରସ ସକାଶୁ ହାହାକାର କର; କାରଣ ତାହା ତୁମ୍ଭମାନଙ୍କର ମୁଖରୁ ଅନ୍ତର କରାଯାଇଅଛି।
Odia IRV 2017 (ଓଡିଆ ବାଇବେଲ)
ହେ ମତୁଆଳାମାନେ, ଜାଗି ଉଠ ଓ ରୋଦନ କର, ହେ ମଦ୍ୟପାୟୀ ସମସ୍ତେ, ମିଷ୍ଟ ଦ୍ରାକ୍ଷାରସ ସକାଶୁ ହାହାକାର କର; କାରଣ ତାହା ତୁମ୍ଭମାନଙ୍କର ମୁଖରୁ ଅନ୍ତର କରାଯାଇଅଛି।