Joel 1:6 — Compare Translations
5 translations compared side by side
Odia - 1840
"ଆମ୍ଭ ଦେଶକୁ ଆକ୍ରମଣ କରିବାକୁ, ଏକ ବିରାଟ ଶକ୍ତିଶାଳୀ ଜାତି ଆସିଲା। ସମାନଙ୍କେର ସଂଖ୍ଯା ଅଗଣିତ ଥିଲା। ସମାନଙ୍କେର ଦାନ୍ତଗୁଡିକ ସିଂହର ଦନ୍ତଠାରୁ ତୀକ୍ଷ୍ଣ ଥିଲା ଏବଂ ସମାନଙ୍କେର କଳଦନ୍ତ ଏକ ବୃହତ୍ ସିଂହର କଳଦନ୍ତ ତୁଲ୍ଯ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେହେତୁ ଆମ୍ଭ ଦେଶ ବିରୁଦ୍ଧରେ ଏକ ଗୋଷ୍ଠୀ ଉଠି ଆସିଅଛି, ସେ ବଳବାନ ଓ ଅସଂଖ୍ୟ; ତାହାର ଦ; ସିଂହଦ; ତୁଲ୍ୟ ଓ ତାହାର କଳଦ; ଏକ ବୃହତ୍ ସିଂହର କଳଦ; ତୁଲ୍ୟ ।
Odia Bible ERV 2004 (ପବିତ୍ର ବାଇବଲ)
ଆମ୍ଭ ଦେଶକୁ ଆକ୍ରମଣ କରିବାକୁ, ଏକ ବିରାଟ ଶକ୍ତିଶାଳୀ ଜାତି ଆସିଲା। ସେମାନଙ୍କର ସଂଖ୍ୟା ଅଗଣିତ ଥିଲା। ସେମାନଙ୍କର ଦାନ୍ତଗୁଡ଼ିକ ସିଂହର ଦନ୍ତଠାରୁ ତୀକ୍ଷ୍ଣ ଥିଲା ଏବଂ ସେମାନଙ୍କର କଳଦନ୍ତ ଏକ ବୃହତ୍ ସିଂହର କଳଦନ୍ତ ତୁଲ୍ୟ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେହେତୁ ଆମ୍ଭ ଦେଶ ବିରୁଦ୍ଧରେ ଏକ ଗୋଷ୍ଠୀ ଉଠି ଆସିଅଛି, ସେ ବଳବାନ ଓ ଅସଂଖ୍ୟ; ତାହାର ଦନ୍ତ ସିଂହଦନ୍ତ ତୁଲ୍ୟ ଓ ତାହାର କଳଦନ୍ତ ଏକ ବୃହତ ସିଂହର କଳଦନ୍ତ ତୁଲ୍ୟ।
Odia IRV 2017 (ଓଡିଆ ବାଇବେଲ)
ଯେହେତୁ ଆମ୍ଭ ଦେଶ ବିରୁଦ୍ଧରେ ଏକ ଗୋଷ୍ଠୀ ଉଠି ଆସିଅଛି, ସେ ବଳବାନ ଓ ଅସଂଖ୍ୟ; ତାହାର ଦନ୍ତ ସିଂହଦନ୍ତ ତୁଲ୍ୟ ଓ ତାହାର କଳଦନ୍ତ ଏକ ବୃହତ୍ ସିଂହର କଳଦନ୍ତ ତୁଲ୍ୟ।