Joel 1:7 — Compare Translations

5 translations compared side by side

Odia - 1840
"ସମାନେେ ଆମ୍ଭର ଦ୍ରାକ୍ଷାଲତାକୁ ନଷ୍ଟ କରିଛନ୍ତି, ଏହାର ସୁନ୍ଦର ଦ୍ରାକ୍ଷାଗୁଡିକ ଶୁଖି ନଷ୍ଟ ହାଇୟୋଇଛି। ସମାନେେ ମାରେ ଡିମିରି ବୃକ୍ଷର ବକ୍କଳ ଛଡାଇ ଫିଙ୍ଗି ଦଇେଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ଆମ୍ଭର ଦ୍ରାକ୍ଷାଲତା ଉଜାଡ଼ କରିଅଛି ଓ ଆମ୍ଭ ଡିମିରି ବୃକ୍ଷର ଛେଲି ଛଡ଼ାଇ ପକାଇଅଛି; ସେ ତାହା ସମ୍ପୂର୍ଣ୍ଣ ଛେଲିଶୂନ୍ୟ କରି ପକାଇ ଦେଇଅଛି; ତହିଁର ଶାଖାସବୁ ଶୁକ୍ଳ କରାଯାଇଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ ଆମ୍ଭର ଦ୍ରାକ୍ଷାଲତାକୁ ନଷ୍ଟ କରିଛନ୍ତି, ଏହାର ସୁନ୍ଦର ଦ୍ରାକ୍ଷାଗୁଡ଼ିକ ଶୁଖି ନଷ୍ଟ ହୋଇଯାଇଛି। ସେମାନେ ମୋର ଡିମ୍ବିରି ବୃକ୍ଷର ବ‌କ୍‌କଳ ଛଡ଼ାଇ ଫିଙ୍ଗି ଦେଇଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ଆମ୍ଭର ଦ୍ରାକ୍ଷାଲତା ଉଜାଡ଼ କରିଅଛି ଓ ଆମ୍ଭ ଡିମ୍ବିରି ବୃକ୍ଷର ଛେଲି ଛଡ଼ାଇ ପକାଇଅଛି; ସେ ତାହା ସମ୍ପୂର୍ଣ୍ଣ ଛେଲିଶୂନ୍ୟ କରି ପକାଇ ଦେଇଅଛି; ତହିଁର ଶାଖାସବୁ ଶୁକ୍ଳ କରାଯାଇଅଛି।
Odia IRV 2017 (ଓଡିଆ ବାଇବେଲ)
ସେ ଆମ୍ଭର ଦ୍ରାକ୍ଷାଲତା ଉଜାଡ଼ କରିଅଛି ଓ ଆମ୍ଭ ଡିମ୍ବିରି ବୃକ୍ଷର ଛେଲି ଛଡ଼ାଇ ପକାଇଅଛି; ସେ ତାହା ସମ୍ପୂର୍ଣ୍ଣ ଛେଲିଶୂନ୍ୟ କରି ପକାଇ ଦେଇଅଛି; ତହିଁର ଶାଖାସବୁ ଶୁକ୍ଳ କରାଯାଇଅଛି।