Joel 1:8 — Compare Translations

5 translations compared side by side

Odia - 1840
"ଗୋଟିଏ କୁଆଁରୀକନ୍ଯା ପରି କାନ୍ଦ ଏବଂ ଦୁଃଖ କର ଯେପରି ତା'ର ବର ମରିଛି। ସେ ତା'ର ବିବାହ ପୋଷାକ ଖାଲିେ ଦେଉ ଏବଂ ଶୋକରେ ଚଟ ବସ୍ତ୍ର ପରିଧାନ କରୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯୌବନକାଳୀନ ସ୍ଵାମୀ-ଶୋକରେ ଚଟବସ୍ତ୍ର ପରିହିତା କନ୍ୟା ତୁଲ୍ୟ ବିଳାପ କର ।
Odia Bible ERV 2004 (ପବିତ୍ର ବାଇବଲ)
ଲୋକମାନେ ବିଳାପ କରନ୍ତି ଗୋଟିଏ କୁଆଁରୀକନ୍ୟା ପରି କାନ୍ଦ ଏବଂ ଦୁଃଖ କର ଯେପରି ତା’ର ବର ମରିଛି। ସେ ତା’ର ବିବାହ ପୋଷାକ ଖୋଲି ଦେଉ ଏବଂ ଶୋକରେ ଚଟ ବସ୍ତ୍ର ପରିଧାନ କରୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯୌବନକାଳୀନ ସ୍ୱାମୀ ଶୋକରେ ଚଟବସ୍ତ୍ର ପରିହିତା କନ୍ୟା ତୁଲ୍ୟ ବିଳାପ କର।
Odia IRV 2017 (ଓଡିଆ ବାଇବେଲ)
ଯୌବନକାଳୀନ ସ୍ୱାମୀ ଶୋକରେ ଚଟବସ୍ତ୍ର ପରିହିତା କନ୍ୟା ତୁଲ୍ୟ ବିଳାପ କର।