Joel 1:9 — Compare Translations

5 translations compared side by side

Odia - 1840
"ସଦାପ୍ରଭୁଙ୍କର ଯାଜକ ଓ ପରିଗ୍ଭଳକଗଣ ରୋଦନ କର। କାରଣ ସଦାପ୍ରଭୁଙ୍କ ମନ୍ଦିରର ଶସ୍ଯ ନବୈେଦ୍ଯ ଓ ପଯେ ନବୈେଦ୍ଯ ଆଉ ରହିବ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଦାପ୍ରଭୁଙ୍କ ଗୃହରୁ ଭକ୍ଷ୍ୟ-ନୈବେଦ୍ୟ ଓ ପେୟ-ନୈବେଦ୍ୟ ଅନ୍ତର କରାଯାଇଅଛି; ସଦାପ୍ରଭୁଙ୍କର ପରିଚାରକ ଯାଜକଗଣ ଶୋକ କରନ୍ତି।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁଙ୍କର ଯାଜକ ଓ ପରିଗ୍ଭଳକଗଣ ରୋଦନ କର। କାରଣ ସଦାପ୍ରଭୁଙ୍କ ମନ୍ଦିରର ଶସ୍ୟ ନୈବେଦ୍ୟ ଓ ପେୟନୈବେଦ୍ୟ ଆଉ ରହିବ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସଦାପ୍ରଭୁଙ୍କ ଗୃହରୁ ଭକ୍ଷ୍ୟ ନୈବେଦ୍ୟ ଓ ପେୟ-ନୈବେଦ୍ୟ ଅନ୍ତର କରାଯାଇଅଛି; ସଦାପ୍ରଭୁଙ୍କର ପରିଚାରକ ଯାଜକଗଣ ଶୋକ କରନ୍ତି।
Odia IRV 2017 (ଓଡିଆ ବାଇବେଲ)
ସଦାପ୍ରଭୁଙ୍କ ଗୃହରୁ ଭକ୍ଷ୍ୟ ନୈବେଦ୍ୟ ଓ ପେୟ ନୈବେଦ୍ୟ ଅନ୍ତର କରାଯାଇଅଛି; ସଦାପ୍ରଭୁଙ୍କର ପରିଚାରକ ଯାଜକଗଣ ଶୋକ କରନ୍ତି।