Joel 2:1 — Compare Translations
5 translations compared side by side
Odia - 1840
"ତୁମ୍ଭମାନେେ ସିୟୋନ ରେ ତୂରୀ ବଜାଅ। ଆମ୍ଭର ପବିତ୍ର ପର୍ବତ ଉପ ରେ ଗୋଟିଏ ବିପଦ ସଂକତେ କରି ପାଟି କର। ସମଗ୍ର ଦେଶବାସୀ ଭୟ ରେ କମ୍ପିତ ହବେ। ସଦାପ୍ରଭୁଙ୍କର ବିଶଷେ ଦିନ ଆସୁଛି। ସହେି ବିଶଷେ ଦିନଟି ଅତି ସନ୍ନିକଟ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେମାନେ ସିୟୋନରେ ତୂରୀ ବଜାଅ ଓ ଆମ୍ଭ ପବିତ୍ର ପର୍ବତରେ ଘୋରନାଦ କର! ଦେଶନିବାସୀ ସମସ୍ତେ କମ୍ପମାନ ହେଉନ୍ତୁ; କାରଣ ସଦାପ୍ରଭୁଙ୍କର ଦିନ ଆସୁଅଛି, ସେ ଦିନ ନିକଟ ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁଙ୍କ ଆଗମନ ଦିବସ ତୁମ୍ଭେମାନେ ସିୟୋନରେ ତୂରୀ ବଜାଅ। ଆମ୍ଭର ପବିତ୍ର ପର୍ବତ ଉପରେ ଗୋଟିଏ ବିପଦ ସଙ୍କେତ କରି ପାଟି କର। ସମଗ୍ର ଦେଶବାସୀ ଭୟରେ କମ୍ପିତ ହେବ। ସଦାପ୍ରଭୁଙ୍କର ବିଶେଷ ଦିନ ଆସୁଛି। ସେହି ବିଶେଷ ଦିନଟି ଅତି ସନ୍ନିକଟ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେମାନେ ସିୟୋନରେ ତୂରୀ ବଜାଅ ଓ ଆମ୍ଭ ପବିତ୍ର ପର୍ବତରେ ଘୋରନାଦ କର! ଦେଶ ନିବାସୀ ସମସ୍ତେ କମ୍ପମାନ ହେଉନ୍ତୁ; କାରଣ ସଦାପ୍ରଭୁଙ୍କର ଦିନ ଆସୁଅଛି, ସେ ଦିନ ନିକଟ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେମାନେ ସିୟୋନରେ ତୂରୀ ବଜାଅ ଓ ଆମ୍ଭ ପବିତ୍ର ପର୍ବତରେ ଘୋରନାଦ କର! ଦେଶନିବାସୀ ସମସ୍ତେ କମ୍ପମାନ ହେଉନ୍ତୁ; କାରଣ ସଦାପ୍ରଭୁଙ୍କର ଦିନ ଆସୁଅଛି, ସେ ଦିନ ନିକଟ।