Joel 2:10 — Compare Translations

5 translations compared side by side

Odia - 1840
"ସମାନଙ୍କେ ସମ୍ମୁଖ ରେ ପୃଥିବୀ ଓ ଆକାଶ ଥରିଉେଠ। ସୂର୍ୟ୍ଯ ଚନ୍ଦ୍ର ଅନ୍ଧକାରମଯ ହୁଅନ୍ତି। ତାରକାଗଣ ନିଜର ତଜେ ହରାନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନଙ୍କ ସମ୍ମୁଖରେ ପୃଥିବୀ କମ୍ପିତ ହୁଏ; ଆକାଶମଣ୍ତଳ ଥରଥର ହୁଏ; ସୂର୍ଯ୍ୟ ଓ ଚନ୍ଦ୍ର ଅନ୍ଧକାରମୟ ହୁଏ ଓ ନକ୍ଷତ୍ରଗଣ ଆପଣା ଆପଣା ତେଜ ରହିତ କରନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ସେମାନଙ୍କ ସମ୍ମୁଖରେ ପୃଥିବୀ ଓ ଆକାଶ ଥରିଉଠେ। ସୂର୍ଯ୍ୟ ଚନ୍ଦ୍ର ଅନ୍ଧକାରମୟ ହୁଏ। ତାରକାଗଣ ନିଜର ତେଜ ହରାନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନଙ୍କ ସମ୍ମୁଖରେ ପୃଥିବୀ କମ୍ପିତ ହୁଏ; ଆକାଶମଣ୍ଡଳ ଥରଥର ହୁଏ; ସୂର୍ଯ୍ୟ ଓ ଚନ୍ଦ୍ର ଅନ୍ଧକାରମୟ ହୁଏ ଓ ନକ୍ଷତ୍ରଗଣ ଆପଣା ଆପଣା ତେଜ ରହିତ କରନ୍ତି।
Odia IRV 2017 (ଓଡିଆ ବାଇବେଲ)
ସେମାନଙ୍କ ସମ୍ମୁଖରେ ପୃଥିବୀ କମ୍ପିତ ହୁଏ; ଆକାଶମଣ୍ଡଳ ଥରଥର ହୁଏ; ସୂର୍ଯ୍ୟ ଓ ଚନ୍ଦ୍ର ଅନ୍ଧକାରମୟ ହୁଏ ଓ ନକ୍ଷତ୍ରଗଣ ଆପଣା ଆପଣା ତେଜ ରହିତ କରନ୍ତି।