Joel 2:12 — Compare Translations

5 translations compared side by side

Odia - 1840
"ଏହା ସଦାପ୍ରଭୁଙ୍କର ବାର୍ତ୍ତା: ବର୍ତ୍ତମାନ ତୁମ୍ଭମାନେେ ସର୍ବାନ୍ତକରଣ ରେ ଆମ୍ଭ ନିକଟକୁ ଫରେିଆସ। ମନ୍ଦ କର୍ମ କରିଥିଲ ବୋଲି ବିଳାପ କର। ସେଥିପାଇଁ ଉପବାସ କରି ପ୍ରାର୍ଥନା କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତଥାପି ସଦାପ୍ରଭୁ କହନ୍ତି, ଏବେ ହେଁ ତୁମ୍ଭେମାନେ ଉପବାସ, ରୋଦନ ଓ ବିଳାପ କରି ଆପଣାମାନଙ୍କର ସର୍ବାନ୍ତଃକରଣ ସହିତ ଆମ୍ଭ ନିକଟକୁ ଫେରି ଆସ;
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ଲୋକମାନଙ୍କୁ ପରିବର୍ତ୍ତନ ହେବାକୁ କୁହନ୍ତି ଏହା ସଦାପ୍ରଭୁଙ୍କର ବାର୍ତ୍ତା: “ବର୍ତ୍ତମାନ ତୁମ୍ଭେମାନେ ସର୍ବାନ୍ତକରଣରେ ଆମ୍ଭ ନିକଟକୁ ଫେରି ଆସ। ମନ୍ଦ କର୍ମ କରିଥିଲ ବୋଲି ବିଳାପ କର। ସେଥିପାଇଁ ଉପବାସ କରି ପ୍ରାର୍ଥନା କର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତଥାପି ସଦାପ୍ରଭୁ କହନ୍ତି, “ଏବେ ହେଁ ତୁମ୍ଭେମାନେ ଉପବାସ, ରୋଦନ ଓ ବିଳାପ କରି ଆପଣାମାନଙ୍କର ସର୍ବାନ୍ତଃକରଣ ସହିତ ଆମ୍ଭ ନିକଟକୁ ଫେରି ଆସ।
Odia IRV 2017 (ଓଡିଆ ବାଇବେଲ)
ତଥାପି ସଦାପ୍ରଭୁ କହନ୍ତି, “ଏବେ ହେଁ ତୁମ୍ଭେମାନେ ଉପବାସ, ରୋଦନ ଓ ବିଳାପ କରି ଆପଣାମାନଙ୍କର ସର୍ବାନ୍ତଃକରଣ ସହିତ ଆମ୍ଭ ନିକଟକୁ ଫେରି ଆସ।”