Joel 2:13 — Compare Translations
5 translations compared side by side
Odia - 1840
"ନିଜର ବସ୍ତ୍ରକୁ ନଫୋପାଡି ହୃଦଯକୁ ଚିର। ତୁମ୍ଭର ପ୍ରିଯ ସଦାପ୍ରଭୁ ପରମେଶ୍ବରଙ୍କ ନିକଟକୁ ଫରେିଆସ। ସେ ଅତି ଦୟାଳୁ ଓ କରୁଣାମଯ। ସେ ହଠାତ୍ ରାଗନ୍ତି ନାହିଁ। ତାଙ୍କର ଅନନ୍ତ ପ୍ ରମେ ଅଛି। ସେ ହୁଏତ ତାଙ୍କର ମନକୁ ବଦଳାଇ ପାରନ୍ତି। ଯେଉଁ କଠାେର ଦଣ୍ତ ଦବୋକୁ ଯୋଜନା କରିଥିଲେ ହୁଏତ ତାହା ଦଇେ ନପାରନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଆପଣା ଆପଣା ବସ୍ତ୍ର ନ ଚିରି ଅନ୍ତଃକରଣ ଚିର ଓ ସଦାପ୍ରଭୁ ଆପଣାମାନଙ୍କର ପରମେଶ୍ଵରଙ୍କ ନିକଟକୁ ଫେରି ଆସ; କାରଣ ସେ କୃପାମୟ ଓ ସ୍ନେହଶୀଳ, କ୍ରୋଧରେ ଧୀର ଓ ଦୟାରେ ପରିପୂର୍ଣ୍ଣ, ଆଉ ସେ ଅମଙ୍ଗଳ କରିବା ବିଷୟରେ କ୍ଷା; ହୁଅନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ନିଜର ବସ୍ତ୍ରକୁ ନ ଫୋପାଡ଼ି ହୃଦୟକୁ ଚିର।” ତୁମ୍ଭର ପ୍ରିୟ ସଦାପ୍ରଭୁ ପରମେଶ୍ୱରଙ୍କ ନିକଟକୁ ଫେରି ଆସ। ସେ ଅତି ଦୟାଳୁ ଓ କରୁଣାମୟ। ସେ ହଠାତ୍ ରାଗନ୍ତି ନାହିଁ। ତାଙ୍କର ଅନନ୍ତ ପ୍ରେମ ଅଛି। ସେ ହୁଏତ ତାଙ୍କର ମନକୁ ବଦଳାଇ ପାରନ୍ତି। ଯେଉଁ କଠୋର ଦଣ୍ତ ଦେବାକୁ ଯୋଜନା କରିଥିଲେ ହୁଏତ ତାହା ଦେଇ ନ ପାରନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଆପଣା ଆପଣା ବସ୍ତ୍ର ନ ଚିରି ଅନ୍ତଃକରଣ ଚିର” ଓ ସଦାପ୍ରଭୁ ଆପଣାମାନଙ୍କର ପରମେଶ୍ୱରଙ୍କ ନିକଟକୁ ଫେରି ଆସ; କାରଣ ସେ କୃପାମୟ ଓ ସ୍ନେହଶୀଳ, କ୍ରୋଧରେ ଧୀର ଓ ଦୟାରେ ପରିପୂର୍ଣ୍ଣ, ଆଉ ସେ ଅମଙ୍ଗଳ କରିବା ବିଷୟରେ କ୍ଷାନ୍ତ ହୁଅନ୍ତି।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଆପଣା ଆପଣା ବସ୍ତ୍ର ନ ଚିରି ଅନ୍ତଃକରଣ ଚିର ଓ ସଦାପ୍ରଭୁ ଆପଣାମାନଙ୍କର ପରମେଶ୍ୱରଙ୍କ ନିକଟକୁ ଫେରି ଆସ; କାରଣ ସେ କୃପାମୟ ଓ ସ୍ନେହଶୀଳ, କ୍ରୋଧରେ ଧୀର ଓ ଦୟାରେ ପରିପୂର୍ଣ୍ଣ, ଆଉ ସେ ଅମଙ୍ଗଳ କରିବା ବିଷୟରେ କ୍ଷାନ୍ତ ହୁଅନ୍ତି।