Joel 2:14 — Compare Translations
5 translations compared side by side
Odia - 1840
"କିଏ ଜାଣେ ସଦାପ୍ରଭୁ ତାଙ୍କର ହୃଦଯ ପରିବର୍ତ୍ତନ କରିବେ, ଏବଂ ତୁମ୍ଭମାନଙ୍କ ପାଇଁ ଆଶୀର୍ବାଦ ରଖିଯିବେ। ତା'ପ ରେ ତୁମ୍ଭମାନେେ ତୁମ୍ଭ ପ୍ରିଯ ସଦାପ୍ରଭୁ ପରମେଶ୍ବରଙ୍କୁ ଭକ୍ଷ୍ଯ ନବୈେଦ୍ଯ ଓ ପଯେ ନବୈେଦ୍ଯ ଦଇେ ପାରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କେଜାଣି ସେ ଫେରି ଦୁଃଖିତ ହେବେ ଓ ଆପଣା ପଶ୍ଚାତ୍ ଆଶୀର୍ବାଦ, ଅର୍ଥାତ୍, ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ଵରଙ୍କ ଉଦ୍ଦେଶ୍ୟରେ ଭକ୍ଷ୍ୟ-ନୈବେଦ୍ୟ ଓ ପେୟ-ନୈବେଦ୍ୟ ରଖିଯିବେ ।
Odia Bible ERV 2004 (ପବିତ୍ର ବାଇବଲ)
କିଏ ଜାଣେ ସଦାପ୍ରଭୁ ତାଙ୍କର ହୃଦୟ ପରିବର୍ତ୍ତନ କରିବେ, ଏବଂ ତୁମ୍ଭମାନଙ୍କ ପାଇଁ ଆଶୀର୍ବାଦ ରଖିଯିବେ। ତା’ପରେ ତୁମ୍ଭେମାନେ ତୁମ୍ଭ ପ୍ରିୟ ସଦାପ୍ରଭୁ ପରମେଶ୍ୱରଙ୍କୁ ଭକ୍ଷ୍ୟ ନୈବେଦ୍ୟ ଓ ପେୟନୈବେଦ୍ୟ ଦେଇ ପାରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କେଜାଣି ସେ ଫେରି ଦୁଃଖିତ ହେବେ ଓ ଆପଣା ପଶ୍ଚାତ୍ ଆଶୀର୍ବାଦ, ଅର୍ଥାତ୍, ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ଭକ୍ଷ୍ୟ ନୈବେଦ୍ୟ ଓ ପେୟ-ନୈବେଦ୍ୟ ରଖିଯିବେ।
Odia IRV 2017 (ଓଡିଆ ବାଇବେଲ)
କେଜାଣି ସେ ଫେରି ଦୁଃଖିତ ହେବେ ଓ ଆପଣା ପଶ୍ଚାତ୍ ଆଶୀର୍ବାଦ, ଅର୍ଥାତ୍, ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ଭକ୍ଷ୍ୟ ନୈବେଦ୍ୟ ଓ ପେୟ ନୈବେଦ୍ୟ ରଖିଯିବେ।