Joel 2:16 — Compare Translations

5 translations compared side by side

Odia - 1840
"ସବୁ ଲୋକଙ୍କୁ ଏକତ୍ରୀତ କର। ସ୍ବତନ୍ତ୍ର ସଭାର ଆଯୋଜନ କର। ବୃଦ୍ଧ, ପିଲା, ଶିଶୁ ଓ ଦୁଗ୍ଧପୋଷ୍ଯ ଶିଶୁମାନଙ୍କୁ ଏକତ୍ରୀତ କର। ନବ ବିବାହିତ ବର କନ୍ଯା ନିଜ ଶଯନକକ୍ଷରୁ ବାହାରକୁ ଆସନ୍ତୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଲୋକମାନଙ୍କୁ ଏକତ୍ର କର, ପବିତ୍ର ସମାଜ ନିରୂପଣ କର, ପ୍ରାଚୀନମାନଙ୍କୁ ସଂଗ୍ରହ କର, ବାଳକ, ବାଳିକା-ମାନଙ୍କୁ ଓ ଦୁଗ୍ଧପୋଷ୍ୟ ଶିଶୁମାନଙ୍କୁ ଏକତ୍ର କର; ବର ଆପଣା ଶୟନ ଗୃହରୁ ଓ କନ୍ୟା ଆପଣା ଅନ୍ତଃପୁରରୁ ବାହାର ହେଉ ।
Odia Bible ERV 2004 (ପବିତ୍ର ବାଇବଲ)
ସବୁ ଲୋକଙ୍କୁ ଏକତ୍ରିତ କର। ସ୍ୱତନ୍ତ୍ର ସଭାର ଆୟୋଜନ କର। ବୃଦ୍ଧ, ପିଲା, ଶିଶୁ ଓ ଦୁ‌ଗ୍‌ଧପୋଷ୍ୟ ଶିଶୁମାନଙ୍କୁ ଏକତ୍ରିତ କର। ନବ ବିବାହିତ ବର କନ୍ୟା ନିଜ ଶୟନକକ୍ଷରୁ ବାହାରକୁ ଆସନ୍ତୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଲୋକମାନଙ୍କୁ ଏକତ୍ର କର, ପବିତ୍ର ସମାଜ ନିରୂପଣ କର, ପ୍ରାଚୀନମାନଙ୍କୁ ସଂଗ୍ରହ କର, ବାଳକ, ବାଳିକାମାନଙ୍କୁ ଓ ଦୁଗ୍ଧପୋଷ୍ୟ ଶିଶୁମାନଙ୍କୁ ଏକତ୍ର କର; ବର ଆପଣା ଶୟନ ଗୃହରୁ ଓ କନ୍ୟା ଆପଣା ଅନ୍ତଃପୁରରୁ ବାହାର ହେଉ।
Odia IRV 2017 (ଓଡିଆ ବାଇବେଲ)
ଲୋକମାନଙ୍କୁ ଏକତ୍ର କର, ପବିତ୍ର ସମାଜ ନିରୂପଣ କର, ପ୍ରାଚୀନମାନଙ୍କୁ ସଂଗ୍ରହ କର, ବାଳକ, ବାଳିକାମାନଙ୍କୁ ଓ ଦୁଗ୍ଧପୋଷ୍ୟ ଶିଶୁମାନଙ୍କୁ ଏକତ୍ର କର; ବର ଆପଣା ଶୟନ ଗୃହରୁ ଓ କନ୍ୟା ଆପଣା ଅନ୍ତଃପୁରରୁ ବାହାର ହେଉ।