Joel 2:18 — Compare Translations

5 translations compared side by side

Odia - 1840
"ତା'ପ ରେ ସଦାପ୍ରଭୁ ନିଜ ଭୂମି ପାଇଁ ଇର୍ଷାପରାଯଣ ହେଲେ। ସେ ତାଙ୍କର ଲୋକମାନଙ୍କ ଉପ ରେ ଦୟା ଦଖାଇେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେତେବେଳେ ସଦାପ୍ରଭୁ ଆପଣା ଦେଶ ପାଇଁ ଉଦ୍ଯୋଗୀ ହେଲେ ଓ ଆପଣା ଲୋକମାନଙ୍କ ପ୍ରତି ଦୟା କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ଆପଣାର ଦେଶକୁ ପୁନରୁଦ୍ଧାର କରିବେ ତା’ପରେ ସଦାପ୍ରଭୁ ନିଜ ଭୂମି ପାଇଁ ଈର୍ଷାପରାୟଣ ହେଲେ। ସେ ତାଙ୍କର ଲୋକମାନଙ୍କ ଉପରେ ଦୟା ଦେଖାଇଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେତେବେଳେ ସଦାପ୍ରଭୁ ଆପଣା ଦେଶ ପାଇଁ ଉଦ୍‍ଯୋଗୀ ହେଲେ ଓ ଆପଣା ଲୋକମାନଙ୍କ ପ୍ରତି ଦୟା କଲେ।
Odia IRV 2017 (ଓଡିଆ ବାଇବେଲ)
ସେତେବେଳେ ସଦାପ୍ରଭୁ ଆପଣା ଦେଶ ପାଇଁ ଉଦ୍‍ଯୋଗୀ ହେଲେ ଓ ଆପଣା ଲୋକମାନଙ୍କ ପ୍ରତି ଦୟା କଲେ।