Joel 2:19 — Compare Translations

5 translations compared side by side

Odia - 1840
"ସଦାପ୍ରଭୁ ତାଙ୍କ ନିଜ ଲୋକଙ୍କୁ କହିଲେ, ଆମ୍ଭେ ତୁମ୍ଭମାନଙ୍କୁ ଶସ୍ଯ, ଦ୍ରାକ୍ଷାରସ ଓ ତୈଳ ପ୍ରଚୁର ପରିମାଣ ରେ ଦବୋ ଓ ତୁମ୍ଭମାନେେ ସେଥି ରେ ତୃପ୍ତ ହବେ। ଆଉ ଏଣିକି ତୁମ୍ଭମାନଙ୍କୁ ଅନ୍ୟ ଦେଶର ଲୋକମାନଙ୍କ ଦ୍ବାରା ନିନ୍ଦିତ କରିବା ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ସଦାପ୍ରଭୁ ଆପଣା ଲୋକମାନଙ୍କୁ ଉତ୍ତର ଦେଇ କହିଲେ, ଦେଖ, ଆମ୍ଭେ ତୁମ୍ଭମାନଙ୍କ ନିକଟକୁ ଶସ୍ୟ, ଦ୍ରାକ୍ଷାରସ ଓ ତୈଳ ପଠାଇ ଦେବା, ଆଉ ତୁମ୍ଭେମାନେ ତହିଁରେ ତୃପ୍ତ ହେବ; ପୁଣି, ଆମ୍ଭେ ଅନ୍ୟ ଦେଶୀୟମାନଙ୍କ ମଧ୍ୟରେ ତୁମ୍ଭମାନଙ୍କୁ ଆଉ ନିନ୍ଦାର ପାତ୍ର କରିବା ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ତାଙ୍କ ନିଜ ଲୋକଙ୍କୁ କହିଲେ, “ଆମ୍ଭେ ତୁମ୍ଭମାନଙ୍କୁ ଶସ୍ୟ, ଦ୍ରାକ୍ଷାରସ ଓ ତୈଳ ପ୍ରଚୁର ପରିମାଣରେ ଦେବା ଓ ତୁମ୍ଭେମାନେ ସେଥିରେ ତୃପ୍ତ ହେବ। ଆଉ ଏଣିକି ତୁମ୍ଭମାନଙ୍କୁ ଅନ୍ୟ ଦେଶର ଲୋକମାନଙ୍କ ଦ୍ୱାରା ନିନ୍ଦିତ କରିବା ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସଦାପ୍ରଭୁ ଆପଣା ଲୋକମାନଙ୍କୁ ଉତ୍ତର ଦେଇ କହିଲେ, “ଦେଖ, ଆମ୍ଭେ ତୁମ୍ଭମାନଙ୍କ ନିକଟକୁ ଶସ୍ୟ, ଦ୍ରାକ୍ଷାରସ ଓ ତୈଳ ପଠାଇଦେବା, ଆଉ ତୁମ୍ଭେମାନେ ତହିଁରେ ତୃପ୍ତ ହେବ; ପୁଣି, ଆମ୍ଭେ ଅନ୍ୟ ଦେଶୀୟମାନଙ୍କ ମଧ୍ୟରେ ତୁମ୍ଭମାନଙ୍କୁ ଆଉ ନିନ୍ଦାର ପାତ୍ର କରିବା ନାହିଁ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ସଦାପ୍ରଭୁ ଆପଣା ଲୋକମାନଙ୍କୁ ଉତ୍ତର ଦେଇ କହିଲେ, “ଦେଖ, ଆମ୍ଭେ ତୁମ୍ଭମାନଙ୍କ ନିକଟକୁ ଶସ୍ୟ, ଦ୍ରାକ୍ଷାରସ ଓ ତୈଳ ପଠାଇ ଦେବା, ଆଉ ତୁମ୍ଭେମାନେ ତହିଁରେ ତୃପ୍ତ ହେବ; ପୁଣି, ଆମ୍ଭେ ଅନ୍ୟ ଦେଶୀୟମାନଙ୍କ ମଧ୍ୟରେ ତୁମ୍ଭମାନଙ୍କୁ ଆଉ ନିନ୍ଦାର ପାତ୍ର କରିବା ନାହିଁ।