Joel 2:20 — Compare Translations

5 translations compared side by side

Odia - 1840
"ଆମ୍ଭେ ସହେି ଲୋକମାନଙ୍କୁ ତୁମ୍ଭର ରାଜ୍ଯ ଛାଡି ୟିବାକୁ ଉତ୍ତର ଦିଗକୁ ବିତାଡିତ କରିବା। ସମାନଙ୍କେୁ ଏକ ଶୁଷ୍କ, ଶୂନ୍ଯ ସ୍ଥାନକୁ ତଡିଦବୋ। ସମାନଙ୍କେ ମଧ୍ଯରୁ କେତକେ ପୂର୍ବ ସମୁଦ୍ର ଆଡେ ଯିବେ ଓ ଆଉ କେତକେ ପଶ୍ଚିମ ସମୁଦ୍ର ଆଡେ ଯିବେ। ସମାନେେ ଏପରି ଭୟଙ୍କର କାର୍ୟ୍ଯ କରିଛନ୍ତି, ସମାନେେ ମୃତ ପ୍ରାଯ ହବେେ, ପଚିଯିବେ ଓ ସଠାରୁେ ଦୁର୍ଗନ୍ଧ ନିର୍ଗତ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ଆମ୍ଭେ ତୁମ୍ଭମାନଙ୍କ ନିକଟରୁ ଉତ୍ତର ଦେଶୀୟ ସୈନ୍ୟଦଳକୁ ଦୂର କରିବା, ପୁଣି ସେମାନଙ୍କୁ ଶୁଷ୍କ ଓ ଧ୍ଵଂସିତ ଦେଶକୁ ତଡ଼ି ଦେଇ ସେମାନଙ୍କର ଅଗ୍ରଭାଗ ପୂର୍ବ ସମୁଦ୍ର ଆଡ଼େ, ଆଉ ସେମାନଙ୍କର ପଶ୍ଚାଦ୍ଭାଗ ପଶ୍ଚିମ ସମୁଦ୍ର ଆଡ଼େଦ ତଡ଼ି ଦେବା; ତହିଁରେ ସେମାନଙ୍କର ଦୁର୍ଗନ୍ଧ ଉଠିବ ଓ କୁବାସ ନିର୍ଗତ ହେବ, କାରଣ ସେ ମହତ୍ କର୍ମମାନ କରିଅଛନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ଆମ୍ଭେ ସେହି ଲୋକମାନଙ୍କୁ ତୁମ୍ଭର ରାଜ୍ୟ ଛାଡ଼ି ଯିବାକୁ ଉତ୍ତର ଦିଗକୁ ବିତାଡ଼ିତ କରିବା। ସେମାନଙ୍କୁ ଏକ ଶୁଷ୍କ, ଶୂନ୍ୟ ସ୍ଥାନକୁ ତଡ଼ିଦେବା। ସେମାନଙ୍କ ମଧ୍ୟରୁ କେତେକ ପୂର୍ବ ସମୁଦ୍ର ଆଡ଼େ ଯିବେ ଓ ଆଉ କେତେକ ପଶ୍ଚିମ ସମୁଦ୍ର ଆଡ଼େ ଯିବେ। ସେମାନେ ଏପରି ଭୟଙ୍କର କାର୍ଯ୍ୟ କରିଛନ୍ତି, ସେମାନେ ମୃତ ପ୍ରାୟ ହେବେ, ପଚିଯିବେ ଓ ସେଠାରୁ ଦୁର୍ଗନ୍ଧ ନିର୍ଗତ ହେବ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ଆମ୍ଭେ ତୁମ୍ଭମାନଙ୍କ ନିକଟରୁ ଉତ୍ତର ଦେଶୀୟ ସୈନ୍ୟଦଳକୁ ଦୂର କରିବା, ପୁଣି ସେମାନଙ୍କୁ ଶୁଷ୍କ ଓ ଧ୍ୱଂସିତ ଦେଶକୁ ତଡ଼ିଦେଇ ସେମାନଙ୍କର ଅଗ୍ରଭାଗ ପୂର୍ବ ସମୁଦ୍ର ଆଡ଼େ, ଆଉ ସେମାନଙ୍କର ପଶ୍ଚାଦ୍‍ଭାଗ ପଶ୍ଚିମ ସମୁଦ୍ର ଆଡ଼େ ତଡ଼ିଦେବା; ତହିଁରେ ସେମାନଙ୍କର ଦୁର୍ଗନ୍ଧ ଉଠିବ ଓ କୁବାସ ନିର୍ଗତ ହେବ, କାରଣ ସେ ମହତ୍ କର୍ମମାନ କରିଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ଆମ୍ଭେ ତୁମ୍ଭମାନଙ୍କ ନିକଟରୁ ଉତ୍ତର ଦେଶୀୟ ସୈନ୍ୟଦଳକୁ ଦୂର କରିବା, ପୁଣି ସେମାନଙ୍କୁ ଶୁଷ୍କ ଓ ଧ୍ୱଂସିତ ଦେଶକୁ ତଡ଼ି ଦେଇ ସେମାନଙ୍କର ଅଗ୍ରଭାଗ ପୂର୍ବ ସମୁଦ୍ର ଆଡ଼େ, ଆଉ ସେମାନଙ୍କର ପଶ୍ଚାଦ୍‍ଭାଗ ପଶ୍ଚିମ ସମୁଦ୍ର ଆଡ଼େ ତଡ଼ି ଦେବା; ତହିଁରେ ସେମାନଙ୍କର ଦୁର୍ଗନ୍ଧ ଉଠିବ ଓ କୁବାସ ନିର୍ଗତ ହେବ, କାରଣ ସେ ମହତ୍‍ କର୍ମମାନ କରିଅଛନ୍ତି।”