Joel 2:21 — Compare Translations

5 translations compared side by side

Odia - 1840
"ହେ ଦେଶ, ଭୟ କରନାହିଁ। ସୁଖୀ ହୁଅ, ଆନନ୍ଦ କର କାରଣ ସଦାପ୍ରଭୁ ତୁମ୍ଭମାନଙ୍କ ପାଇଁ ମହାନ୍ କାର୍ୟ୍ଯ କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ଦେଶ, ଭୟ କର ନାହିଁ, ଉଲ୍ଳସିତ ହୋଇ ଆନନ୍ଦ କର; କାରଣ ସଦାପ୍ରଭୁ ମହତ୍ କର୍ମମାନ କରିଅଛନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ପୁନର୍ବାର ନୂତନ ରାଜ୍ୟ ନିର୍ମିତ ହେବ ହେ ଦେଶ, ଭୟ କର ନାହିଁ। ସୁଖୀ ହୁଅ, ଆନନ୍ଦ କର କାରଣ ସଦାପ୍ରଭୁ ତୁମ୍ଭମାନଙ୍କ ପାଇଁ ମହାନ କାର୍ଯ୍ୟ କରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ଦେଶ, ଭୟ କର ନାହିଁ, ଉଲ୍ଲସିତ ହୋଇ ଆନନ୍ଦ କର; କାରଣ ସଦାପ୍ରଭୁ ମହତ୍ କର୍ମମାନ କରିଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
ହେ ଦେଶ, ଭୟ କର ନାହିଁ, ଉଲ୍ଲସିତ ହୋଇ ଆନନ୍ଦ କର; କାରଣ ସଦାପ୍ରଭୁ ମହତ୍‍ କର୍ମମାନ କରିଅଛନ୍ତି।