Joel 2:22 — Compare Translations

5 translations compared side by side

Odia - 1840
"ହେ କ୍ଷେତ୍ରସ୍ଥ ପଶୁଗଣ, ଭୟଭୀତ ହୁଅନାହିଁ। ମରୁପ୍ରାଯ ଗ୍ଭରଣ ଭୂମି ତୃଣାଚ୍ଛାଦିତ ହବେ। ବୃକ୍ଷଗୁଡିକ ଫଳ ଧାରଣ କରିବେ। ଡିମ୍ବିରି ବୃକ୍ଷ ଓ ଦ୍ରାକ୍ଷାଲତା ପ୍ରଚୁର ଫଳ ଧାରଣ କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ କ୍ଷେତ୍ରସ୍ଥ ପଶୁଗଣ, ତୁମ୍ଭେମାନେ ଭୟ କର ନାହିଁ; କାରଣ ପ୍ରାନ୍ତରସ୍ଥ ଚରାଣି-ସ୍ଥାନସବୁ ଅଙ୍କୁରିତ ହେଉଅଛି, ବୃକ୍ଷ ଫଳ ଧରୁଅଛି, ଡିମିରି ବୃକ୍ଷ ଓ ଦ୍ରାକ୍ଷାଲତା ଆପଣା ଶକ୍ତି ପ୍ରକାଶ କରୁଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ହେ କ୍ଷେତ୍ରସ୍ଥ ପଶୁଗଣ, ଭୟଭୀତ ହୁଅ ନାହିଁ। ମରୁପ୍ରାୟ ଗ୍ଭରଣଭୂମି ତୃଣାଚ୍ଛାଦିତ ହେବ। ବୃକ୍ଷଗୁଡ଼ିକ ଫଳ ଧାରଣ କରିବେ। ଡିମ୍ବିରି ବୃକ୍ଷ ଓ ଦ୍ରାକ୍ଷାଲତା ପ୍ରଚୁର ଫଳ ଧାରଣ କରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ କ୍ଷେତ୍ରସ୍ଥ ପଶୁଗଣ, ତୁମ୍ଭେମାନେ ଭୟ କର ନାହିଁ; କାରଣ ପ୍ରାନ୍ତରସ୍ଥ ଚରାଣି ସ୍ଥାନସବୁ ଅଙ୍କୁରିତ ହେଉଅଛି, ବୃକ୍ଷ ଫଳ ଫଳୁଅଛି, ଡିମ୍ବିରିବୃକ୍ଷ ଓ ଦ୍ରାକ୍ଷାଲତା ଆପଣା ଶକ୍ତି ପ୍ରକାଶ କରୁଅଛି।
Odia IRV 2017 (ଓଡିଆ ବାଇବେଲ)
ହେ କ୍ଷେତ୍ରସ୍ଥ ପଶୁଗଣ, ତୁମ୍ଭେମାନେ ଭୟ କର ନାହିଁ; କାରଣ ପ୍ରାନ୍ତରସ୍ଥ ଚରାଣି ସ୍ଥାନ ସବୁ ଅଙ୍କୁରିତ ହେଉଅଛି, ବୃକ୍ଷ ଫଳ ଫଳୁଅଛି, ଡିମ୍ବିରି ବୃକ୍ଷ ଓ ଦ୍ରାକ୍ଷାଲତା ଆପଣା ଶକ୍ତି ପ୍ରକାଶ କରୁଅଛି।