Joel 2:23 — Compare Translations

5 translations compared side by side

Odia - 1840
"ତେଣୁ ହେ ସିୟୋନର ସନ୍ତାନଗଣ, ତୁମ୍ଭମାନେେ ସୁଖ କର, ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ବରଙ୍କ ନିକଟରେ ଆନନ୍ଦ ଉଲ୍ଲାସ କର। ସେ ମଙ୍ଗଳମଯ ଏବଂ ତୁମ୍ଭମାନଙ୍କୁ ବୃଷ୍ଟି ଦବେେ। ସେ ତୁମ୍ଭକୁ ଆଦ୍ଯ ବୃଷ୍ଟି ଓ ଶଷେ ବୃଷ୍ଟି ପୂର୍ବପରି ଦବେେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିପାଇଁ ହେ ସିୟୋନର ସନ୍ତାନଗଣ, ତୁମ୍ଭେମାନେ ଉଲ୍ଳସିତ ହୁଅ ଓ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ଵରଙ୍କ-ଠାରେ ଆନନ୍ଦ କରନ୍ତ କାରଣ ସେ ତୁମ୍ଭମାନଙ୍କୁ ଯଥା ପରିମାଣରେ ଆଦ୍ୟ ବୃଷ୍ଟି ଦିଅନ୍ତି ଓ ସେ ତୁମ୍ଭମାନଙ୍କ ନିମନ୍ତେ ବୃଷ୍ଟି ବର୍ଷାନ୍ତି, ଆଦ୍ୟ ବୃଷ୍ଟି ଓ ଶେଷ ବୃଷ୍ଟି ପ୍ରଥମ ମାସରେ ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ହେ ସିୟୋନର ସନ୍ତାନଗଣ, ତୁମ୍ଭେମାନେ ସୁଖ କର, ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱରଙ୍କ ନିକଟରେ ଆନନ୍ଦ ଉଲ୍ଲାସ କର। ସେ ମଙ୍ଗଳମୟ ଏବଂ ତୁମ୍ଭମାନଙ୍କୁ ବୃଷ୍ଟି ଦେବେ। ସେ ତୁମ୍ଭକୁ ଆଦ୍ୟ ବୃଷ୍ଟି ଓ ଶେଷ ବୃଷ୍ଟି ପୂର୍ବପରି ଦେବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିପାଇଁ ହେ ସିୟୋନର ସନ୍ତାନଗଣ, ତୁମ୍ଭେମାନେ ଉଲ୍ଲସିତ ହୁଅ ଓ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କଠାରେ ଆନନ୍ଦ କର; କାରଣ ସେ ତୁମ୍ଭମାନଙ୍କୁ ଯଥା ପରିମାଣରେ ଆଦ୍ୟ ବୃଷ୍ଟି ଦିଅନ୍ତି ଓ ସେ ତୁମ୍ଭମାନଙ୍କ ନିମନ୍ତେ ବୃଷ୍ଟି ବର୍ଷାନ୍ତି, ଆଦ୍ୟ ବୃଷ୍ଟି ଓ ଶେଷ ବୃଷ୍ଟି ପ୍ରଥମ ମାସରେ।
Odia IRV 2017 (ଓଡିଆ ବାଇବେଲ)