Joel 2:24 — Compare Translations

5 translations compared side by side

Odia - 1840
"ତୁମ୍ଭମାନଙ୍କର ଖଳାସବୁ ଗହମ ରେ ପରିପୂର୍ଣ୍ଣ ହବେ ଏବଂ ତୁମ୍ଭମାନଙ୍କର କୁଣ୍ତଗୁଡିକ ଦ୍ରାକ୍ଷାରସ ଓ ତୈଳ ରେ ଉଚ୍ଛୁଳି ପଡିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ତୁମ୍ଭମାନଙ୍କର ଖଳାସବୁ ଗହମରେ ପରିପୂର୍ଣ୍ଣ ହେବ ଓ କୁଣ୍ତସବୁ ଦ୍ରାକ୍ଷାରସ ଓ ତୈଳରେ ଉଛୁଳି ପଡ଼ିବ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭମାନଙ୍କର ଖଳାସବୁ ଗହମରେ ପରିପୂର୍ଣ୍ଣ ହେବ ଏବଂ ତୁମ୍ଭମାନଙ୍କର କୁଣ୍ତଗୁଡ଼ିକ ଦ୍ରାକ୍ଷାରସ ଓ ତୈଳରେ ଉଚ୍ଛୁଳି ପଡ଼ିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ତୁମ୍ଭମାନଙ୍କର ଖଳାସବୁ ଗହମରେ ପରିପୂର୍ଣ୍ଣ ହେବ ଓ କୁଣ୍ଡସବୁ ଦ୍ରାକ୍ଷାରସ ଓ ତୈଳରେ ଉଚ୍ଛୁଳି ପଡ଼ିବ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ତୁମ୍ଭମାନଙ୍କର ଖଳାସବୁ ଗହମରେ ପରିପୂର୍ଣ୍ଣ ହେବ ଓ କୁଣ୍ଡସବୁ ଦ୍ରାକ୍ଷାରସ ଓ ତୈଳରେ ଉଚ୍ଛୁଳି ପଡ଼ିବ।