Joel 2:25 — Compare Translations
5 translations compared side by side
Odia - 1840
"ଆମ୍ଭେ ସଦାପ୍ରଭୁ, ତୁମ୍ଭମାନଙ୍କ ମଧ୍ଯକୁ ଆପଣା ଯେଉଁ ମହା ସୈନ୍ଯଦଳ ଅର୍ଥାତ ପଙ୍ଗପାଳ, ଶୂକ ଘୁଘୁର୍ରିଯା ଓ ପରିପକ୍ବ ତୁମ୍ଭମାନଙ୍କ ବିରୁଦ୍ଧ ରେ ପଠାଇଲୁ। ସମାନେେ ତୁମ୍ଭମାନଙ୍କର ଯେଉଁ ସମସ୍ତ ଖାଦ୍ୟ ଖାଇ ଦେଲେ। ଆମ୍ଭେ ତାହା ତୁମ୍ଭମାନଙ୍କୁ ଫରୋଇ ଦବୋ, ଯାହା ବର୍ଷଧରି ଖାଇୟାଇଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ଆମ୍ଭେ ତୁମ୍ଭମାନଙ୍କ ମଧ୍ୟକୁ ଆପଣାର ଯେଉଁ ମହା ସୈନ୍ୟଦଳ, ଅର୍ଥାତ୍ ପଙ୍ଗପାଳ, ପତଙ୍ଗ, ଘୁର୍ଘୁରିଆ ଓ ଶୁକକୀଟ ପଠାଇଲୁ, ସେମାନେ ଯେଉଁ ବର୍ଷର ଶସ୍ୟାଦି ଖାଇଅଛନ୍ତି, ତାହା ଆମ୍ଭେ ତୁମ୍ଭମାନଙ୍କୁ ଫେରାଇ ଦେବା ।
Odia Bible ERV 2004 (ପବିତ୍ର ବାଇବଲ)
“ଆମ୍ଭେ ସଦାପ୍ରଭୁ, ତୁମ୍ଭମାନଙ୍କ ମଧ୍ୟକୁ ଆପଣା ଯେଉଁ ମହା ସୈନ୍ୟଦଳ ଅର୍ଥାତ ପଙ୍ଗପାଳ, ଶୂକ ଘୁର୍ଘୁରିୟା ଓ ପରିପକ୍ୱ ତୁମ୍ଭମାନଙ୍କ ବିରୁଦ୍ଧରେ ପଠାଇଲୁ। ସେମାନେ ତୁମ୍ଭମାନଙ୍କର ଯେଉଁ ସମସ୍ତ ଖାଦ୍ୟ ଖାଇ ଦେଲେ। ଆମ୍ଭେ ତାହା ତୁମ୍ଭମାନଙ୍କୁ ଫେରାଇ ଦେବା, ଯାହା ବର୍ଷଧରି ଖାଇଯାଇଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ଆମ୍ଭେ ତୁମ୍ଭମାନଙ୍କ ମଧ୍ୟକୁ ଆପଣାର ଯେଉଁ ମହାସୈନ୍ୟଦଳ, ଅର୍ଥାତ୍ ପଙ୍ଗପାଳ, ପତଙ୍ଗ, ଘୁର୍ଘୁରିଆ ଓ ଶୂକ କୀଟ ପଠାଇଲୁ, ସେମାନେ ଯେଉଁ ବର୍ଷର ଶସ୍ୟାଦି ଖାଇଅଛନ୍ତି, ତାହା ଆମ୍ଭେ ତୁମ୍ଭମାନଙ୍କୁ ଫେରାଇ ଦେବା।
Odia IRV 2017 (ଓଡିଆ ବାଇବେଲ)
“ଆଉ, ଆମ୍ଭେ ତୁମ୍ଭମାନଙ୍କ ମଧ୍ୟକୁ ଆପଣାର ଯେଉଁ ମହା ସୈନ୍ୟଦଳ, ଅର୍ଥାତ୍ ପଙ୍ଗପାଳ, ପତଙ୍ଗ, ଘୁର୍ଘୁରିଆ ଓ ଶୂକ କୀଟ ପଠାଇଲୁ, ସେମାନେ ଯେଉଁ ବର୍ଷର ଶସ୍ୟାଦି ଖାଇଅଛନ୍ତି, ତାହା ଆମ୍ଭେ ତୁମ୍ଭମାନଙ୍କୁ ଫେରାଇ ଦେବା।