Joel 2:27 — Compare Translations
5 translations compared side by side
Odia - 1840
"ଏହାଦ୍ବାରା ତୁମ୍ଭମାନେେ ଜାଣିବ ଯେ ଆମ୍ଭେ ଇଶ୍ରାୟେଲ ସହିତ ଅଛୁ। ଆଉ ମଧ୍ଯ ତୁମ୍ଭମାନେେ ଜାଣିବ ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ବର, ତୁମ୍ଭର ଅନ୍ୟ କହେି ପରମେଶ୍ବର ନାହିଁନ୍ତି। ଆମ୍ଭର ଲୋକମାନେ ଆଉ କବେେ ଲଜ୍ଜିତ ହବେେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ଆମ୍ଭେ ଯେ ଇସ୍ରାଏଲର ମଧ୍ୟବର୍ତ୍ତୀ ଅଛୁ ଓ ଆମ୍ଭେ ଯେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ଵର ଅଟୁ ଓ ଅନ୍ୟ କେହି ନାହିଁ, ଏହା ତୁମ୍ଭେମାନେ ଜାଣିବ; ପୁଣି, ଆମ୍ଭର ଲୋକମାନେ କଦାପି ଲଜ୍ଜିତ ନୋହିବେ ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ଦ୍ୱାରା ତୁମ୍ଭେମାନେ ଜାଣିବ ଯେ ଆମ୍ଭେ ଇସ୍ରାଏଲ ସହିତ ଅଛୁ। ଆଉ ମଧ୍ୟ ତୁମ୍ଭେମାନେ ଜାଣିବ ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର, ତୁମ୍ଭର ଅନ୍ୟ କେହି ପରମେଶ୍ୱର ନାହାନ୍ତି। ଆମ୍ଭର ଲୋକମାନେ ଆଉ କେବେ ଲଜ୍ଜିତ ହେବେ ନାହିଁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ଆମ୍ଭେ ଯେ ଇସ୍ରାଏଲର ମଧ୍ୟବର୍ତ୍ତୀ ଅଛୁ ଓ ଆମ୍ଭେ ଯେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ ଓ ଅନ୍ୟ କେହି ନାହିଁ, ଏହା ତୁମ୍ଭେମାନେ ଜାଣିବ; ପୁଣି, ଆମ୍ଭର ଲୋକମାନେ କଦାପି ଲଜ୍ଜିତ ହେବେ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ଆମ୍ଭେ ଯେ ଇସ୍ରାଏଲର ମଧ୍ୟବର୍ତ୍ତୀ ଅଛୁ ଓ ଆମ୍ଭେ ଯେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ ଓ ଅନ୍ୟ କେହି ନାହିଁ, ଏହା ତୁମ୍ଭେମାନେ ଜାଣିବ; ପୁଣି, ଆମ୍ଭର ଲୋକମାନେ କଦାପି ଲଜ୍ଜିତ ହେବେ ନାହିଁ।