Joel 2:28 — Compare Translations
5 translations compared side by side
Odia - 1840
"ଏହାପ ରେ ସବୁପ୍ରକାର ଲୋକଙ୍କ ଉପ ରେ ଆମ୍ଭର ଆତ୍ମା ପ୍ରଦାନ କରିବା। ତହିଁରେ ତୁମ୍ଭର ପୁତ୍ର ଓ କନ୍ଯାଗଣ ସଦାପ୍ରଭୁଙ୍କର ଭବିଷ୍ଯତବାର୍ତ୍ତା ଗ୍ରହଣ କରି ଲୋକମାନଙ୍କ ମଧିଅରେ ପ୍ରଗ୍ଭର କରିବେ। ତୁମ୍ଭର ବୃଦ୍ଧ ଲୋକମାନେ ସ୍ବପ୍ନ ଦେଖିବେ ଓ ତୁମ୍ଭର ୟୁବକଗଣ ଦର୍ଶନ ଲାଭ କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ତହିଁ ଉତ୍ତାରେ ଆମ୍ଭେ ସମୁଦାୟ ପ୍ରାଣୀ ଉପରେ ଆପଣା ଆତ୍ମା ଢାଳିବା; ତହିଁରେ ତୁମ୍ଭମାନଙ୍କର ପୁତ୍ରଗଣ ଓ କନ୍ୟାଗଣ ଭବିଷ୍ୟଦ୍ବାକ୍ୟ ପ୍ରଚାର କରିବୋ, ତୁମ୍ଭମାନଙ୍କର ବୃଦ୍ଧ ଲୋକମାନେ ସ୍ଵପ୍ନ ଦେଖିବେ, ତୁମ୍ଭମାନଙ୍କର ଯୁବା ଲୋକମାନେ ଦର୍ଶନ ପାଇବେ;
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର ତାଙ୍କର ଆତ୍ମା ସବୁ ଲୋକଙ୍କୁ ପ୍ରଦାନ କରିବେ “ଏହା ପରେ ସବୁପ୍ରକାର ଲୋକଙ୍କ ଉପରେ ଆମ୍ଭର ଆତ୍ମା ପ୍ରଦାନ କରିବା। ତହିଁରେ ତୁମ୍ଭର ପୁତ୍ର ଓ କନ୍ୟାଗଣ ସଦାପ୍ରଭୁଙ୍କର ଭବିଷ୍ୟତବାର୍ତ୍ତା ଗ୍ରହଣ କରି ଲୋକମାନଙ୍କ ମଧ୍ୟରେ ପ୍ରଗ୍ଭର କରିବେ। ତୁମ୍ଭର ବୃଦ୍ଧ ଲୋକମାନେ ସ୍ୱପ୍ନ ଦେଖିବେ ଓ ତୁମ୍ଭର ଯୁବକଗଣ ଦର୍ଶନ ଲାଭ କରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ତହିଁ ଉତ୍ତାରେ ଆମ୍ଭେ ସମୁଦାୟ ପ୍ରାଣୀ ଉପରେ ଆପଣା ଆତ୍ମା ଢାଳିବା; ତହିଁରେ ତୁମ୍ଭମାନଙ୍କର ପୁତ୍ରଗଣ ଓ କନ୍ୟାଗଣ ଭବିଷ୍ୟଦ୍ବାକ୍ୟ ପ୍ରଚାର କରିବେ, ତୁମ୍ଭମାନଙ୍କର ବୃଦ୍ଧ ଲୋକମାନେ ସ୍ୱପ୍ନ ଦେଖିବେ, ତୁମ୍ଭମାନଙ୍କର ଯୁବା ଲୋକମାନେ ଦର୍ଶନ ପାଇବେ।
Odia IRV 2017 (ଓଡିଆ ବାଇବେଲ)