Joel 2:3 — Compare Translations

5 translations compared side by side

Odia - 1840
"ଜ୍ବଳନ୍ତ ଅଗ୍ନି ସଦୃଶ ସହେି ସୈନ୍ଯବାହିନୀ ଦେଶକୁ ଧ୍ବଂସ କରି ଦବେେ। ସମାନଙ୍କେ ସମ୍ମୁଖ ରେ ଦେଶ ଏଦନ୍ର ବଗିଗ୍ଭ ସଦୃଶ ହବେ। ପଶ୍ଚାତ୍ଭାଗ ରେ ଦେଶଟି ଏକ ଶୂନ୍ଯ ମରୁଭୂମି ସଦୃଶ ହବେ। ସମାନଙ୍କେଠାରୁ କିଛି ରକ୍ଷା ପାଇବ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନଙ୍କ ଆଗରେ ଅଗ୍ନି ଗ୍ରାସ କରୁଅଛି ଓ ସେମାନଙ୍କ ପଶ୍ଚାତରେ ଅଗ୍ନିଶିଖା ଦଗ୍ଧ କରୁଅଛି; ସେମାନଙ୍କ ଆଗରେ ଦେଶ ଏଦନର ଉଦ୍ୟାନ ତୁଲ୍ୟ ଓ ସେମାନଙ୍କ ପଶ୍ଚାତରେ ତାହା ଧ୍ଵଂସିତ ପ୍ରାନ୍ତର; ଆଉ, ସେମାନଙ୍କଠାରୁ ରକ୍ଷାପ୍ରାପ୍ତ କେହି ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ଜ୍ୱଳନ୍ତ ଅଗ୍ନି ସଦୃଶ ସେହି ସୈନ୍ୟବାହିନୀ ଦେଶକୁ ଧ୍ୱଂସ କରି ଦେବେ। ସେମାନଙ୍କ ସମ୍ମୁଖରେ ଦେଶ ଏଦନର ବଗିଗ୍ଭ ସଦୃଶ ହେବ। ପଶ୍ଚାତ୍ ଭାଗରେ ଦେଶଟି ଏକ ଶୂନ୍ୟ ମରୁଭୂମି ସଦୃଶ ହେବ। ସେମାନଙ୍କଠାରୁ କିଛି ରକ୍ଷା ପାଇବ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନଙ୍କ ଆଗରେ ଅଗ୍ନି ଗ୍ରାସ କରୁଅଛି ଓ ସେମାନଙ୍କ ପଶ୍ଚାତରେ ଅଗ୍ନିଶିଖା ଦଗ୍ଧ କରୁଅଛି; ସେମାନଙ୍କ ଆଗରେ ଦେଶ ଏଦନ ଉଦ୍ୟାନ ତୁଲ୍ୟ ଓ ସେମାନଙ୍କ ପଶ୍ଚାତରେ ତାହା ଧ୍ୱଂସିତ ପ୍ରାନ୍ତର; ଆଉ, ସେମାନଙ୍କଠାରୁ ରକ୍ଷାପ୍ରାପ୍ତ କେହି ନାହିଁ।
Odia IRV 2017 (ଓଡିଆ ବାଇବେଲ)
ସେମାନଙ୍କ ଆଗରେ ଅଗ୍ନି ଗ୍ରାସ କରୁଅଛି ଓ ସେମାନଙ୍କ ପଶ୍ଚାତରେ ଅଗ୍ନିଶିଖା ଦଗ୍ଧ କରୁଅଛି; ସେମାନଙ୍କ ଆଗରେ ଦେଶ ଏଦନ ଉଦ୍ୟାନ ତୁଲ୍ୟ ଓ ସେମାନଙ୍କ ପଶ୍ଚାତରେ ତାହା ଧ୍ୱଂସିତ ପ୍ରାନ୍ତର; ଆଉ, ସେମାନଙ୍କଠାରୁ ରକ୍ଷାପ୍ରାପ୍ତ କେହି ନାହିଁ।