Joel 2:30 — Compare Translations

5 translations compared side by side

Odia - 1840
"ସହେି ସମୟରେ ଆମ୍ଭେ ଆକାଶ ଓ ପୃଥିବୀ ରେ ଅଲୌକିକ ଦୃଶ୍ଯ ଦଖାଇବୋ। ରକ୍ତ, ଅଗ୍ନି ଓ ଧୂମ ସ୍ତମ୍ଭସବୁ ଦଖାୟିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଆମ୍ଭେ ଆକାଶରେ ଓ ପୃଥିବୀରେ ରକ୍ତ ଓ ଅଗ୍ନି ଓ ଧୂମସ୍ତମ୍ଭର ଅଦ୍ଭୁତ ଲକ୍ଷଣ ଦେଖାଇବା ।
Odia Bible ERV 2004 (ପବିତ୍ର ବାଇବଲ)
ସେହି ସମୟରେ ଆମ୍ଭେ ଆକାଶ ଓ ପୃଥିବୀରେ ଅଲୌକିକ ଦୃଶ୍ୟ ଦେଖାଇବା। ରକ୍ତ, ଅଗ୍ନି ଓ ଧୂମ ସ୍ତମ୍ଭସବୁ ଦେଖାଯିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଆମ୍ଭେ ଆକାଶରେ ଓ ପୃଥିବୀରେ ରକ୍ତ, ଅଗ୍ନି ଓ ଧୂମସ୍ତମ୍ଭର ଅଦ୍ଭୁତ ଲକ୍ଷଣ ଦେଖାଇବା।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଆମ୍ଭେ ଆକାଶରେ ଓ ପୃଥିବୀରେ ରକ୍ତ, ଅଗ୍ନି ଓ ଧୂମସ୍ତମ୍ଭର ଅଦ୍ଭୁତ ଲକ୍ଷଣ ଦେଖାଇବା।