Joel 2:31 — Compare Translations

5 translations compared side by side

Odia - 1840
"ସଦାପ୍ରଭୁଙ୍କର ସହେି ମହାନ୍ ଓ ଅଦ୍ଭୁତ ଦିନର ଆଗମନ ରେ ସୂର୍ୟ୍ଯ ଅନ୍ଧକାରମଯ ଓ ଚନ୍ଦ୍ର ରକ୍ତବର୍ଣ୍ଣ ହାଇଯେିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଦାପ୍ରଭୁଙ୍କର ମହତ ଓ ଭୟଙ୍କର ଦିନର ଆଗମନର ପୂର୍ବେ ସୂର୍ଯ୍ୟ ଅନ୍ଧକାର ଓ ଚନ୍ଦ୍ର ରକ୍ତ ହୋଇଯିବ ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁଙ୍କର ସେହି ମହାନ ଓ ଅ‌‌ଦ୍‌‌ଭୂତ ଦିନର ଆଗମନରେ ସୂର୍ଯ୍ୟ ଅନ୍ଧକାରମୟ ଓ ଚନ୍ଦ୍ର ରକ୍ତବର୍ଣ୍ଣ ହୋଇଯିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସଦାପ୍ରଭୁଙ୍କର ମହତ୍ ଓ ଭୟଙ୍କର ଦିନର ଆଗମନର ପୂର୍ବେ ସୂର୍ଯ୍ୟ ଅନ୍ଧକାର ଓ ଚନ୍ଦ୍ର ରକ୍ତ ହୋଇଯିବ।
Odia IRV 2017 (ଓଡିଆ ବାଇବେଲ)
ସଦାପ୍ରଭୁଙ୍କର ମହତ୍ ଓ ଭୟଙ୍କର ଦିନର ଆଗମନର ପୂର୍ବେ ସୂର୍ଯ୍ୟ ଅନ୍ଧକାର ଓ ଚନ୍ଦ୍ର ରକ୍ତ ହୋଇଯିବ।