Joel 2:32 — Compare Translations
5 translations compared side by side
Odia - 1840
"ସହେି ସମୟରେ, ଯେ କହେି ସଦାପ୍ରଭୁଙ୍କ ନାମକୁ ଡାକ ପକାଇବି, ସେ ହିଁ ଉଦ୍ଧାର ପାଇବ। କାରଣ ଶରଣାର୍ଥୀ ଲୋକମାନେ ୟିରୁଶାଲମର ଓ ସିୟୋନ୍ପର୍ବତ ଉପ ରେ ରକ୍ଷାପ୍ରାପ୍ତ ଲୋକମାନେ ଏକତ୍ର ହବେେ, ଯାହାକି ସଦାପ୍ରଭୁ କହିଛନ୍ତି ଏବଂ ସମାନେେ ବଞ୍ଚିଥିବା ଲୋକମାନଙ୍କ ସହିତ ଥିବେ, ଯେଉଁମାନଙ୍କୁ ସଦାପ୍ରଭୁ ଆହ୍ବାନ କରୁଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଯେକେହି ସଦାପ୍ରଭୁଙ୍କ ନାମରେ ପ୍ରାର୍ଥନା କରିବ, ସେ ଉଦ୍ଧାର ପାଇବ; କାରଣ ସଦାପ୍ରଭୁଙ୍କ ବାକ୍ୟ ପ୍ରମାଣେ ସିୟୋନ ପର୍ବତରେ ଓ ଯିରୂଶାଲମରେ ରକ୍ଷାପ୍ରାପ୍ତ ଲୋକମାନେ ରହିବେ, ପୁଣି ଯେଉଁମାନଙ୍କୁ ସଦାପ୍ରଭୁ ଆହ୍ନାନ କରିବେ, ସେମାନେ ଅବଶିଷ୍ଟାଂଶର, ମଧ୍ୟରେ ରହିବେ ।
Odia Bible ERV 2004 (ପବିତ୍ର ବାଇବଲ)
ସେହି ସମୟରେ, ଯେ କେହି ସଦାପ୍ରଭୁଙ୍କ ନାମକୁ ଡାକ ପକାଇବ, ସେ ହିଁ ଉଦ୍ଧାର ପାଇବ। କାରଣ ଶରଣାର୍ଥୀ ଲୋକମାନେ ଯିରୁଶାଲମର ଓ ସିୟୋନ ପର୍ବତ ଉପରେ ରକ୍ଷାପ୍ରାପ୍ତ ଲୋକମାନେ ଏକତ୍ର ହେବେ, ଯାହାକି ସଦାପ୍ରଭୁ କହିଛନ୍ତି ଏବଂ ସେମାନେ ବଞ୍ଚିଥିବା ଲୋକମାନଙ୍କ ସହିତ ଥିବେ, ଯେଉଁମାନଙ୍କୁ ସଦାପ୍ରଭୁ ଆହ୍ୱାନ କରୁଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଯେକେହି ସଦାପ୍ରଭୁଙ୍କ ନାମରେ ପ୍ରାର୍ଥନା କରିବ, ସେ ଉଦ୍ଧାର ପାଇବ; କାରଣ ସଦାପ୍ରଭୁଙ୍କ ବାକ୍ୟ ପ୍ରମାଣେ ସିୟୋନ ପର୍ବତରେ ଓ ଯିରୂଶାଲମରେ ରକ୍ଷାପ୍ରାପ୍ତ ଲୋକମାନେ ରହିବେ, ପୁଣି ଯେଉଁମାନଙ୍କୁ ସଦାପ୍ରଭୁ ଆହ୍ୱାନ କରିବେ, ସେମାନେ ଅବଶିଷ୍ଟାଂଶର ମଧ୍ୟରେ ରହିବେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଯେକେହି ସଦାପ୍ରଭୁଙ୍କ ନାମରେ ପ୍ରାର୍ଥନା କରିବ, ସେ ଉଦ୍ଧାର ପାଇବ; କାରଣ ସଦାପ୍ରଭୁଙ୍କ ବାକ୍ୟ ପ୍ରମାଣେ ସିୟୋନ ପର୍ବତରେ ଓ ଯିରୂଶାଲମରେ ରକ୍ଷାପ୍ରାପ୍ତ ଲୋକମାନେ ରହିବେ, ପୁଣି ଯେଉଁମାନଙ୍କୁ ସଦାପ୍ରଭୁ ଆହ୍ୱାନ କରିବେ, ସେମାନେ ଅବଶିଷ୍ଟାଂଶର ମଧ୍ୟରେ ରହିବେ।”