Joel 2:4 — Compare Translations

5 translations compared side by side

Odia - 1840
"ସମାନେେ ଅଶ୍ବ ସଦୃଶ ଦଖାୟୋଆନ୍ତି। ୟୁଦ୍ଧ ଅଶ୍ବ ପରି ସମାନେେ ଦୌଡିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନଙ୍କର ଆକାର ଅଶ୍ଵଗଣର ଆକୃତି ତୁଲ୍ୟ ଓ ସେମାନେ ଅଶ୍ଵାରୋହୀଗଣର ତୁଲ୍ୟ ଦୌଡ଼ନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ ଅଶ୍ୱ ସଦୃଶ ଦେଖାଯାଆନ୍ତି। ଯୁଦ୍ଧ ଅଶ୍ୱ ପରି ସେମାନେ ଦୌଡ଼ିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନଙ୍କର ଆକାର ଅଶ୍ୱଗଣର ଆକୃତି ତୁଲ୍ୟ ଓ ସେମାନେ ଅଶ୍ୱାରୋହୀଗଣର ତୁଲ୍ୟ ଦୌଡ଼ନ୍ତି।
Odia IRV 2017 (ଓଡିଆ ବାଇବେଲ)
ସେମାନଙ୍କର ଆକାର ଅଶ୍ୱଗଣର ଆକୃତି ତୁଲ୍ୟ ଓ ସେମାନେ ଅଶ୍ୱାରୋହୀଗଣର ତୁଲ୍ୟ ଦୌଡ଼ନ୍ତି।