Joel 2:5 — Compare Translations

5 translations compared side by side

Odia - 1840
"ସମାନଙ୍କେ ଶଦ୍ଦ ପର୍ବତ ଉପ ରେ ନାଚୁଥିବା ରଥ ପରି, ନଡାକୁ ଅଗ୍ନି ଜାଳିଲା ପରି, ୟୁଦ୍ଧ ପାଇଁ ପ୍ରସ୍ତୁତ ବଳବାନ୍ ଲୋକ ପରି ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପର୍ବତଗଣର ଶୃଙ୍ଗରେ ରଥସମୂହର ଶଦ୍ଦ ତୁଲ୍ୟ ସେମାନେ କୁଦନ୍ତି, ନଡ଼ାଗ୍ରାସକାରୀ ଅଗ୍ନିଶିଖାର ଶଦ୍ଦ ତୁଲ୍ୟ, ସେମାନେ ଯୁଦ୍ଧାର୍ଥେ ଶ୍ରେଣୀବଦ୍ଧ ବଳବତୀ ଗୋଷ୍ଠୀ ତୁଲ୍ୟ ।
Odia Bible ERV 2004 (ପବିତ୍ର ବାଇବଲ)
ସେମାନଙ୍କ ଶବ୍ଦ ପର୍ବତ ଉପରେ ନାଚୁଥିବା ରଥ ପରି, ନଡ଼ାକୁ ଅଗ୍ନି ଜାଳିଲା ପରି, ଯୁଦ୍ଧ ପାଇଁ ପ୍ରସ୍ତୁତ ବଳବାନ୍ ଲୋକ ପରି ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପର୍ବତଗଣର ଶୃଙ୍ଗରେ ରଥସମୂହର ଶବ୍ଦ ତୁଲ୍ୟ ସେମାନେ କୁଦନ୍ତି, ନଡ଼ାଗ୍ରାସକାରୀ ଅଗ୍ନିଶିଖାର ଶବ୍ଦ ତୁଲ୍ୟ, ସେମାନେ ଯୁଦ୍ଧାର୍ଥେ ଶ୍ରେଣୀବଦ୍ଧ ବଳବତୀ ଗୋଷ୍ଠୀ ତୁଲ୍ୟ।
Odia IRV 2017 (ଓଡିଆ ବାଇବେଲ)
ପର୍ବତଗଣର ଶୃଙ୍ଗରେ ରଥସମୂହର ଶବ୍ଦ ତୁଲ୍ୟ ସେମାନେ କୁଦନ୍ତି, ନଡ଼ାଗ୍ରାସକାରୀ ଅଗ୍ନିଶିଖାର ଶବ୍ଦ ତୁଲ୍ୟ, ସେମାନେ ଯୁଦ୍ଧାର୍ଥେ ଶ୍ରେଣୀବଦ୍ଧ ବଳବତୀ ଗୋଷ୍ଠୀ ତୁଲ୍ୟ।