Joel 2:7 — Compare Translations
5 translations compared side by side
Odia - 1840
"ସମାନେେ ସୈନ୍ଯ ତୁଲ୍ଯ ଦ୍ରୁତଗତି ରେ ଦୌଡ଼ନ୍ତି। ସମାନେେ କାନ୍ଥ ଉପ ରେ ଚଢନ୍ତି। ପ୍ରେତ୍ୟକକ ସୈନ୍ଯ ସଦୃଶ ସିଧା ସମ୍ମୁଖ ରେ ଅଗ୍ରସର ହୁଅନ୍ତି। ସମାନେେ ନିଜ ପଥରୁ ବିଚ୍ଯୁତ ହୁଅନ୍ତି ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନେ ବୀରଗଣ ତୁଲ୍ୟ ଦୌଡ଼ନ୍ତି; ସେମାନେ ଯୋଦ୍ଧାଗଣ ତୁଲ୍ୟ ପ୍ରାଚୀର ଚଢ଼ନ୍ତି; ସେମାନେ ପ୍ରତ୍ୟେକେ ଆପଣା ଆପଣା ପଥରେ ଅଗ୍ରସର ହୁଅନ୍ତି ଓ ସେମାନେ ଆପଣା ଆପଣା ଶ୍ରେଣୀ ଭଗ୍ନ କରନ୍ତି ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ ସୈନ୍ୟ ତୁଲ୍ୟ ଦ୍ରୁତଗତିରେ ଦୌଡ଼ନ୍ତି। ସେମାନେ କାନ୍ଥ ଉପରେ ଚଢ଼ନ୍ତି। ପ୍ରତ୍ୟେକ ସୈନ୍ୟ ସଦୃଶ ସିଧା ସମ୍ମୁଖରେ ଅଗ୍ରସର ହୁଅନ୍ତି। ସେମାନେ ନିଜ ପଥରୁ ବିଚ୍ୟୁତ ହୁଅନ୍ତି ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନେ ବୀରଗଣ ତୁଲ୍ୟ ଦୌଡ଼ନ୍ତି; ସେମାନେ ଯୋଦ୍ଧାଗଣ ତୁଲ୍ୟ ପ୍ରାଚୀର ଚଢ଼ନ୍ତି; ସେମାନେ ପ୍ରତ୍ୟେକେ ଆପଣା ଆପଣା ପଥରେ ଅଗ୍ରସର ହୁଅନ୍ତି ଓ ସେମାନେ ଆପଣା ଆପଣା ଶ୍ରେଣୀ ଭଗ୍ନ କରନ୍ତି ନାହିଁ।
Odia IRV 2017 (ଓଡିଆ ବାଇବେଲ)
ସେମାନେ ବୀରଗଣ ତୁଲ୍ୟ ଦୌଡ଼ନ୍ତି; ସେମାନେ ଯୋଦ୍ଧାଗଣ ତୁଲ୍ୟ ପ୍ରାଚୀର ଚଢ଼ନ୍ତି; ସେମାନେ ପ୍ରତ୍ୟେକେ ଆପଣା ଆପଣା ପଥରେ ଅଗ୍ରସର ହୁଅନ୍ତି ଓ ସେମାନେ ଆପଣା ଆପଣା ଶ୍ରେଣୀ ଭଗ୍ନ କରନ୍ତି ନାହିଁ।