Joel 2:8 — Compare Translations

5 translations compared side by side

Odia - 1840
"ସମାନେେ ପରସ୍ପରକୁ ଠଲନ୍େତି ନାହିଁ। ପ୍ରେତ୍ୟକକ ନିଜ ପଥରେ ଅଗ୍ରସର ହୁଅନ୍ତି। ଯଦି ଜଣେ ଅନ୍ୟ ଜଣଙ୍କୁ ଆଘାତ କରେ ଓ ସେ ଖସିପଡେ, ତବେେ ଅନ୍ୟ ଜଣକ ସହେି ପଥରେ ଅଗ୍ରସର ହୁଏ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅବା ସେମାନଙ୍କର ଏକ ଜଣ ଆନ ଜଣକୁ ଠେଲନ୍ତି ନାହିଁ; ସେମାନେ ପ୍ରତ୍ୟେକେ ଆପଣା ଆପଣା ପଥରେ ଅଗ୍ରସର ହୁଅନ୍ତି: ସେମାନେ ଅସ୍ତ୍ର-ଶସ୍ତ୍ର ମଧ୍ୟରେ ପେଲି ହୋଇ ପଶନ୍ତି ଓ ଆପଣା ଆପଣା ଯିବାର ପଥ ଛାଡ଼ନ୍ତି ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ ପରସ୍ପରକୁ ଠେଲନ୍ତି ନାହିଁ। ପ୍ରତ୍ୟେକ ନିଜ ପଥରେ ଅଗ୍ରସର ହୁଅନ୍ତି। ଯଦି ଜଣେ ଅନ୍ୟ ଜଣଙ୍କୁ ଆଘାତ କରେ ଓ ସେ ଖସିପଡ଼େ, ତେବେ ଅନ୍ୟ ଜଣକ ସେହି ପଥରେ ଅଗ୍ରସର ହୁଏ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅବା ସେମାନଙ୍କର ଏକ ଜଣ ଆର ଜଣକୁ ଠେଲନ୍ତି ନାହିଁ; ସେମାନେ ପ୍ରତ୍ୟେକେ ଆପଣା ଆପଣା ପଥରେ ଅଗ୍ରସର ହୁଅନ୍ତି; ସେମାନେ ଅସ୍ତ୍ରଶସ୍ତ୍ର ମଧ୍ୟରେ ପେଲି ହୋଇ ପଶନ୍ତି ଓ ଆପଣା ଆପଣା ଯିବାର ପଥ ଛାଡ଼ନ୍ତି ନାହିଁ।
Odia IRV 2017 (ଓଡିଆ ବାଇବେଲ)
ଅବା ସେମାନଙ୍କର ଏକ ଜଣ ଆର ଜଣକୁ ଠେଲନ୍ତି ନାହିଁ; ସେମାନେ ପ୍ରତ୍ୟେକେ ଆପଣା ଆପଣା ପଥରେ ଅଗ୍ରସର ହୁଅନ୍ତି; ସେମାନେ ଅସ୍ତ୍ରଶସ୍ତ୍ର ମଧ୍ୟରେ ପେଲି ହୋଇ ପଶନ୍ତି ଓ ଆପଣା ଆପଣା ଯିବାର ପଥ ଛାଡ଼ନ୍ତି ନାହିଁ।