Joel 2:9 — Compare Translations

5 translations compared side by side

Odia - 1840
"ସମାନେେ ନଗର ଆଡକୁ ଦୌଡ଼ନ୍ତିନ୍ତି। ସମାନେେ ଦ୍ରୁତଗତି ରେ କାନ୍ଥଗୁଡିକ ଆରୋହଣ କରନ୍ତି। ଘରଗୁଡିକରେ ଆରୋହଣ କରନ୍ତି। ଚୋର ପରି ଝରକାବାଟେ ପ୍ରବେଶ କରନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନେ ନଗର ଉପରେ କୁଦନ୍ତି; ସେମାନେ ପ୍ରାଚୀର ଉପରେ ଦୌଡ଼ନ୍ତି; ସେମାନେ ଗୃହ ଉପରେ ଚଢ଼ନ୍ତି; ସେମାନେ ଚୋର ପରି ଝରକା ବାଟେ ପ୍ରବେଶ କରନ୍ତି।
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ ନଗର ଆଡ଼କୁ ଦୌଡ଼ନ୍ତି। ସେମାନେ ଦ୍ରୁତଗତିରେ କାନ୍ଥଗୁଡ଼ିକ ଆରୋହଣ କରନ୍ତି। ଘରଗୁଡ଼ିକରେ ଆରୋହଣ କରନ୍ତି। ଗ୍ଭେର ପରି ଝରକାବାଟେ ପ୍ରବେଶ କରନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନେ ନଗର ଉପରେ କୁଦନ୍ତି; ସେମାନେ ନଗରର ପ୍ରାଚୀର ଉପରେ ଦୌଡ଼ନ୍ତି; ସେମାନେ ଗୃହ ଉପରେ ଚଢ଼ନ୍ତି; ସେମାନେ ଚୋର ପରି ଝରକା ବାଟେ ପ୍ରବେଶ କରନ୍ତି।
Odia IRV 2017 (ଓଡିଆ ବାଇବେଲ)
ସେମାନେ ନଗର ଉପରେ କୁଦନ୍ତି; ସେମାନେ ନଗରର ପ୍ରାଚୀର ଉପରେ ଦୌଡ଼ନ୍ତି; ସେମାନେ ଗୃହ ଉପରେ ଚଢ଼ନ୍ତି; ସେମାନେ ଚୋର ପରି ଝରକା ବାଟେ ପ୍ରବେଶ କରନ୍ତି।