Joel 3:1 — Compare Translations

5 translations compared side by side

Odia - 1840
"ହଁ ଦେଖ, ସହେି ସମୟରେ ଯିହୁଦା ଓ ୟିରୁଶାଲମର ଲୋକମାନଙ୍କୁ ଆମ୍ଭେ ବନ୍ଦୀ ଅବସ୍ଥାରୁ ଉଦ୍ଧାର କରିବା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ଦେଖ, ସେହି ଦିନରେ ଓ ସେହି ସମୟରେ ଯେତେବେଳେ ଆମ୍ଭେ ଯିହୁଦା ଓ ଯିରୂଶାଲମର ବନ୍ଦୀତ୍ଵାବସ୍ଥା ପରିବର୍ତ୍ତନ କରିବା,
Odia Bible ERV 2004 (ପବିତ୍ର ବାଇବଲ)
ଯିହୁଦାର ଶତ୍ରୁମାନେ ଦଣ୍ତିତ ହେବେ “ହଁ ଦେଖ, ସେହି ସମୟରେ ଯିହୁଦା ଓ ଯିରୁଶାଲମର ଲୋକମାନଙ୍କୁ ଆମ୍ଭେ ବନ୍ଦୀ ଅବସ୍ଥାରୁ ଉଦ୍ଧାର କରିବା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ଦେଖ, ସେହି ଦିନରେ ଓ ସେହି ସମୟରେ, ଯେତେବେଳେ ଆମ୍ଭେ ଯିହୁଦା ଓ ଯିରୂଶାଲମର ବନ୍ଦୀତ୍ୱାବସ୍ଥା ପରିବର୍ତ୍ତନ କରିବା,
Odia IRV 2017 (ଓଡିଆ ବାଇବେଲ)
କାରଣ ଦେଖ, ସେହି ଦିନରେ ଓ ସେହି ସମୟରେ, ଯେତେବେଳେ ଆମ୍ଭେ ଯିହୁଦା ଓ ଯିରୂଶାଲମର ବନ୍ଦୀତ୍ୱାବସ୍ଥା ପରିବର୍ତ୍ତନ କରିବା,