Joel 3:10 — Compare Translations
5 translations compared side by side
Odia - 1840
"ତୁମ୍ଭର ଲଙ୍ଗଳର ଲୁହାକୁ ଭାଙ୍ଗି ଖଡ୍ଗ ତିଆରି କର। ନିଜ ନିଜର ଦାଆକୁ ଭାଙ୍ଗି ବର୍ଚ୍ଛା ତିଆରି କର। ଦୁର୍ବଳ ଲୋକ କହୁ, ମୁଁ ବଳବାନ"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେମାନେ ଆପଣା ଆପଣା ଲଙ୍ଗଳର ଫାଳ ଭାଙ୍ଗି ଖଡ଼୍ଗ ଗଢ଼ାଅ ଓ ଆପଣା ଆପଣା ଦା ଭାଙ୍ଗି ବର୍ଚ୍ଛା ଗଢ଼: ଦୁର୍ବଳ ଲୋକ କହୁ, ମୁଁ ବଳବାନ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭର ଲଙ୍ଗଳର ଲୁହାକୁ ଭାଙ୍ଗି ଖଡ଼୍ଗ ତିଆରି କର। ନିଜ ନିଜର ଦାଆକୁ ଭାଙ୍ଗି ବର୍ଚ୍ଛା ତିଆରି କର। ଦୁର୍ବଳ ଲୋକ କହୁ, “ମୁଁ ବଳବାନ”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେମାନେ ଆପଣା ଆପଣା ଲଙ୍ଗଳର ଫାଳ ଭାଙ୍ଗି ଖଡ୍ଗ ଗଢ଼ାଅ ଓ ଆପଣା ଆପଣା ଦାଆ ଭାଙ୍ଗି ବର୍ଚ୍ଛା ଗଢ଼: ଦୁର୍ବଳ ଲୋକ କହୁ, ମୁଁ ବଳବାନ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେମାନେ ଆପଣା ଆପଣା ଲଙ୍ଗଳର ଫାଳ ଭାଙ୍ଗି ଖଡ୍ଗ ଗଢ଼ାଅ ଓ ଆପଣା ଆପଣା ଦାଆ ଭାଙ୍ଗି ବର୍ଚ୍ଛା ଗଢ଼: ଦୁର୍ବଳ ଲୋକ କହୁ, “ମୁଁ ବଳବାନ।”