Joel 3:11 — Compare Translations
5 translations compared side by side
Odia - 1840
"ହେ ସବୁ ରାଜ୍ଯ! ଚଞ୍ଚଳ ହୁଅ। ଗୋଟିଏ ସ୍ଥାନ ରେ ଏକତ୍ରୀତ ହୁଅ। ହେ! ପରମେଶ୍ବର! ଆପଣଙ୍କର ଶକ୍ତିଶାଳୀ ବୀରମାନଙ୍କୁ ନଇେ ଆସନ୍ତୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ଚତୁର୍ଦ୍ଦିଗସ୍ଥ ଗୋଷ୍ଠୀସକଳ, ତୁମ୍ଭେମାନେ ଚଞ୍ଚଳ ହୋଇ ଆସ ଓ ଆପଣାମାନଙ୍କୁ ଏକତ୍ର କର; ହେ ସଦାପ୍ରଭୁ, ସେହି ସ୍ଥାନକୁ ତୁମ୍ଭେ ଆପଣା ବୀରଗଣକୁ ଓହ୍ଳାଇ ଆଣ ।
Odia Bible ERV 2004 (ପବିତ୍ର ବାଇବଲ)
ହେ ସବୁ ରାଜ୍ୟ! ଚଞ୍ଚଳ ହୁଅ। ଗୋଟିଏ ସ୍ଥାନରେ ଏକତ୍ରିତ ହୁଅ। ହେ! ପରମେଶ୍ୱର! ଆପଣଙ୍କର ଶକ୍ତିଶାଳୀ ବୀରମାନଙ୍କୁ ନେଇ ଆସନ୍ତୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ଚତୁର୍ଦ୍ଦିଗସ୍ଥ ଗୋଷ୍ଠୀସକଳ, ତୁମ୍ଭେମାନେ ଚଞ୍ଚଳ ହୋଇ ଆସ ଓ ଆପଣାମାନଙ୍କୁ ଏକତ୍ର କର; ହେ ସଦାପ୍ରଭୁ, ସେହି ସ୍ଥାନକୁ ତୁମ୍ଭେ ଆପଣା ବୀରଗଣକୁ ଓହ୍ଲାଇ ଆଣ।
Odia IRV 2017 (ଓଡିଆ ବାଇବେଲ)
ହେ ଚତୁର୍ଦ୍ଦିଗସ୍ଥ ଗୋଷ୍ଠୀସକଳ, ତୁମ୍ଭେମାନେ ଚଞ୍ଚଳ ହୋଇ ଆସ ଓ ଆପଣାମାନଙ୍କୁ ଏକତ୍ର କର; ହେ ସଦାପ୍ରଭୁ, ସେହି ସ୍ଥାନକୁ ତୁମ୍ଭେ ଆପଣା ବୀରଗଣକୁ ଓହ୍ଳାଇ ଆଣ।