Joel 3:13 — Compare Translations

5 translations compared side by side

Odia - 1840
"ଦାଆ ଆଣ କାରଣ ଶସ୍ଯ ପାଚିଅଛି। ଆସ, ଅଙ୍ଗୁର ଲତା ଉପ ରେ ଗ୍ଭଲ। କାରଣ ଦ୍ରାକ୍ଷାରସ ପରିପୂର୍ଣ୍ଣ ହାଇେଅଛି। କୁଣ୍ତଗୁଡିକ ଉଚ୍ଛୁଳି ପଡୁଛି, କାରଣ ସମାନଙ୍କେର ମନ୍ଦ କର୍ମ ବହୁତ ଅଧିକ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେମାନେ ଦା ଲଗାଅ କାରଣ ଶସ୍ୟ ପାଚିଅଛି; ତୁମ୍ଭେମାନେ ଆସି ଦଳନ କର; କାରଣ ଦ୍ରାକ୍ଷାଯନ୍ତ୍ର ପୂର୍ଣ୍ଣ ହୋଇଅଛିହ, କୁଣ୍ତସବୁ ଉଚ୍ଛୁଳି ପଡ଼ୁଅଛି; କାରଣ ସେମାନଙ୍କର ଦୁଷ୍ଟତା ବଡ଼ ।
Odia Bible ERV 2004 (ପବିତ୍ର ବାଇବଲ)
ଦାଆ ଆଣ, କାରଣ ଶସ୍ୟ ପାଚିଅଛି। ଆସ, ଅଙ୍ଗୁର ଲତା ଉପରେ ଗ୍ଭଲ। କାରଣ ଦ୍ରାକ୍ଷାରସ ପରିପୂର୍ଣ୍ଣ ହୋଇଅଛି। କୁଣ୍ତଗୁଡ଼ିକ ଉଚ୍ଛୁଳି ପଡ଼ୁଛି, କାରଣ ସେମାନଙ୍କର ମନ୍ଦ କର୍ମ ବହୁତ ଅଧିକ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେମାନେ ଦାʼ ଲଗାଅ କାରଣ ଶସ୍ୟ ପାଚିଅଛି; ତୁମ୍ଭେମାନେ ଆସି ଦଳନ କର; କାରଣ ଦ୍ରାକ୍ଷାଯନ୍ତ୍ର ପୂର୍ଣ୍ଣ ହୋଇଅଛି, କୁଣ୍ଡସବୁ ଉଚ୍ଛୁଳି ପଡ଼ୁଅଛି; କାରଣ ସେମାନଙ୍କର ଦୁଷ୍ଟତା ବଡ଼।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେମାନେ ଦା ଲଗାଅ କାରଣ ଶସ୍ୟ ପାଚିଅଛି; ତୁମ୍ଭେମାନେ ଆସି ଦଳନ କର; କାରଣ ଦ୍ରାକ୍ଷାଯନ୍ତ୍ର ପୂର୍ଣ୍ଣ ହୋଇଅଛି, କୁଣ୍ଡସବୁ ଉଚ୍ଛୁଳି ପଡ଼ୁଅଛି; କାରଣ ସେମାନଙ୍କର ଦୁଷ୍ଟତା ବଡ଼।