Joel 3:14 — Compare Translations

5 translations compared side by side

Odia - 1840
"ଦଣ୍ତ ବିଗ୍ଭର ଉପତ୍ୟକା ରେ ଲୋକରଣ୍ଯ। ସଦାପ୍ରଭୁଙ୍କର ବିଶଷେ ବିଗ୍ଭରଦିନ ନିକଟବର୍ତ୍ତୀ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଦଣ୍ତାଜ୍ଞାର ଉପତ୍ୟକାରେ ଲୋକାରଣ୍ୟ, ଲୋକାରଣ୍ୟଣ! କାରଣ ଦଣ୍ତାଜ୍ଞାର ଉପତ୍ୟକାରେ ସଦାପ୍ରଭୁଙ୍କର ଦିନ ସନ୍ନିକଟ ହୋଇଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ଦଣ୍ତ ବିଗ୍ଭର ଉପତ୍ୟକାରେ ଲୋକାରଣ୍ୟ। ସଦାପ୍ରଭୁଙ୍କର ବିଶେଷ ବିଗ୍ଭରଦିନ ନିକଟବର୍ତ୍ତୀ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଦଣ୍ଡାଜ୍ଞାର ଉପତ୍ୟକାରେ ଲୋକାରଣ୍ୟ, ଲୋକାରଣ୍ୟ! କାରଣ ଦଣ୍ଡାଜ୍ଞାର ଉପତ୍ୟକାରେ ସଦାପ୍ରଭୁଙ୍କର ଦିନ ସନ୍ନିକଟ ହୋଇଅଛି।
Odia IRV 2017 (ଓଡିଆ ବାଇବେଲ)
ଦଣ୍ଡାଜ୍ଞାର ଉପତ୍ୟକାରେ ଲୋକାରଣ୍ୟ, ଲୋକାରଣ୍ୟ! କାରଣ ଦଣ୍ଡାଜ୍ଞାର ଉପତ୍ୟକାରେ ସଦାପ୍ରଭୁଙ୍କର ଦିନ ସନ୍ନିକଟ ହୋଇଅଛି।