Joel 3:15 — Compare Translations

5 translations compared side by side

Odia - 1840
"ସୂର୍ୟ୍ଯ ଚନ୍ଦ୍ର ଅନ୍ଧକାରମଯ ହବେେ ଏବଂ ତାରକାଗଣ କିରଣ ଦବୋ ବନ୍ଦ କରି ଦବେେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସୂର୍ଯ୍ୟ ଓ ଚନ୍ଦ୍ର ଅନ୍ଧକାରମୟ ହୋଇଅଛନ୍ତି ଓ ନକ୍ଷତ୍ରଗଣ ଆପଣା ଆପଣା ତେଜ ରହିତ କରୁଅଛନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ସୂର୍ଯ୍ୟ ଚନ୍ଦ୍ର ଅନ୍ଧକାରମୟ ହେବ ଏବଂ ତାରକାଗଣ କିରଣ ଦେବା ବନ୍ଦ କରି ଦେବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସୂର୍ଯ୍ୟ ଓ ଚନ୍ଦ୍ର ଅନ୍ଧକାରମୟ ହୋଇଅଛନ୍ତି ଓ ନକ୍ଷତ୍ରଗଣ ଆପଣା ଆପଣା ତେଜ ରହିତ କରୁଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
ସୂର୍ଯ୍ୟ ଓ ଚନ୍ଦ୍ର ଅନ୍ଧକାରମୟ ହୋଇଅଛନ୍ତି ଓ ନକ୍ଷତ୍ରଗଣ ଆପଣା ଆପଣା ତେଜ ରହିତ କରୁଅଛନ୍ତି।