Joel 3:16 — Compare Translations
5 translations compared side by side
Odia - 1840
"ପୁଣି ସଦାପ୍ରଭୁ ପରମେଶ୍ବର ସିୟୋନରୁ ଚିତ୍କାର କରିବେ, ସେ ୟିରୁଶାଲମରୁ ମଧ୍ଯ ଚିତ୍କାର କରିବେ। ସହେି ଚିତ୍କାର ରେ ଆକାଶ ଓ ପୃଥିବୀ ଥରି ଉଠିବ। ମାତ୍ର ମଦାପ୍ରଭୁ ପରମେଶ୍ବର ତାଙ୍କ ସନ୍ତାନଗଣଙ୍କ ପାଇଁ ନିରାପଦ ସ୍ଥାନ ହବେ। ସେ ମଧ୍ଯ ଇଶ୍ରାୟେଲର ଲୋକମାନଙ୍କ ପାଇଁ ନିରାପଦ ସ୍ଥାନ ହବେେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ସଦାପ୍ରଭୁ ସିୟୋନରୁ ଗର୍ଜନ କରିବେ ଓ ଯିରୂଶାଲମରୁ ଆପଣା ରବ ଶୁଣାଇବେ; ତହିଁରେ ଆକାଶମଣ୍ତଳ ଓ ପୃଥିବୀ କମ୍ପିତ ହେବେ; ମାତ୍ର ସଦାପ୍ରଭୁ ଆପଣା ଲୋକମାନଙ୍କ ପ୍ରତି ଆଶ୍ରୟସ୍ଵରୂପ ହେବେ ଓ ଇସ୍ରାଏଲ-ସନ୍ତାନଗଣ ପ୍ରତି ଦୃଢ଼ ଦୁର୍ଗସ୍ଵରୂପ ହେବେ ।
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ସଦାପ୍ରଭୁ ପରମେଶ୍ୱର ସିୟୋନରୁ ଚିତ୍କାର କରିବେ, ସେ ଯିରୁଶାଲମରୁ ମଧ୍ୟ ଚିତ୍କାର କରିବେ। ସେହି ଚିତ୍କାରରେ ଆକାଶ ଓ ପୃଥିବୀ ଥରି ଉଠିବ। ମାତ୍ର ସଦାପ୍ରଭୁ ପରମେଶ୍ୱର ତାଙ୍କ ସନ୍ତାନଗଣଙ୍କ ପାଇଁ ନିରାପଦ ସ୍ଥାନ ହେବ। ସେ ମଧ୍ୟ ଇସ୍ରାଏଲର ଲୋକମାନଙ୍କ ପାଇଁ ନିରାପଦ ସ୍ଥାନ ହେବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସଦାପ୍ରଭୁ ସିୟୋନରୁ ଗର୍ଜ୍ଜନ କରିବେ ଓ ଯିରୂଶାଲମରୁ ଆପଣା ରବ ଶୁଣାଇବେ; ତହିଁରେ ଆକାଶମଣ୍ଡଳ ଓ ପୃଥିବୀ କମ୍ପିତ ହେବେ; ମାତ୍ର ସଦାପ୍ରଭୁ ଆପଣା ଲୋକମାନଙ୍କ ପ୍ରତି ଆଶ୍ରୟ ହେବେ ଓ ଇସ୍ରାଏଲ-ସନ୍ତାନଗଣ ପ୍ରତି ଦୃଢ଼ ଦୁର୍ଗ ହେବେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ସଦାପ୍ରଭୁ ସିୟୋନରୁ ଗର୍ଜ୍ଜନ କରିବେ ଓ ଯିରୂଶାଲମରୁ ଆପଣା ରବ ଶୁଣାଇବେ; ତହିଁରେ ଆକାଶମଣ୍ଡଳ ଓ ପୃଥିବୀ କମ୍ପିତ ହେବେ; ମାତ୍ର ସଦାପ୍ରଭୁ ଆପଣା ଲୋକମାନଙ୍କ ପ୍ରତି ଆଶ୍ରୟ ହେବେ ଓ ଇସ୍ରାଏଲ ସନ୍ତାନଗଣ ପ୍ରତି ଦୃଢ଼ ଦୁର୍ଗ ହେବେ।