Joel 3:17 — Compare Translations
5 translations compared side by side
Odia - 1840
"ତା'ପ ରେ ତୁମ୍ଭମାନେେ ଜାଣିବ ଯେ, ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ବର। ଆମ୍ଭେ ପବିତ୍ର ପର୍ବତ ସିଯୋନ ରେ ବାସ କରିବା। ୟିରୁଶାଲମ ଗୋଟିଏ ପବିତ୍ର ସ୍ଥାନ ରେ ପରିଣତ ହବେ। ବିଦେଶୀଯମାନେ ଆଉ ଏହି ନଗର ରେ ପ୍ରବେଶ କରିପାରିବେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ଆମ୍ଭେ ଯେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ଵର ଅଟୁ ଓ ଆପଣା ପବିତ୍ର ପର୍ବତ ସିୟୋନରେ ବାସ କରୁ, ଏହା ତୁମ୍ଭେମାନେ ଜାଣିବ; ତହିଁରେ ଯିରୂଶାଲମ ପବିତ୍ର ହେବ ଓ ବିଦେଶୀୟମାନେ ତହିଁ ମଧ୍ୟଦେଇ ଆଉ ଗମନାଗମନ କରିବେ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
“ତା’ପରେ ତୁମ୍ଭେମାନେ ଜାଣିବ ଯେ, ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର। ଆମ୍ଭେ ପବିତ୍ର ପର୍ବତ ସିୟୋନରେ ବାସ କରିବା। ଯିରୁଶାଲମ ଗୋଟିଏ ପବିତ୍ର ସ୍ଥାନରେ ପରିଣତ ହେବ। ବିଦେଶୀୟମାନେ ଆଉ ଏହି ନଗରରେ ପ୍ରବେଶ କରି ପାରିବେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ଆମ୍ଭେ ଯେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ ଓ ଆପଣା ପବିତ୍ର ପର୍ବତ ସିୟୋନରେ ବାସ କରୁ, ଏହା ତୁମ୍ଭେମାନେ ଜାଣିବ; ତହିଁରେ ଯିରୂଶାଲମ ପବିତ୍ର ହେବ ଓ ବିଦେଶୀୟମାନେ ତହିଁ ମଧ୍ୟଦେଇ ଆଉ ଗମନାଗମନ କରିବେ ନାହିଁ।
Odia IRV 2017 (ଓଡିଆ ବାଇବେଲ)
“ତହିଁରେ ଆମ୍ଭେ ଯେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ ଓ ଆପଣା ପବିତ୍ର ପର୍ବତ ସିୟୋନରେ ବାସ କରୁ, ଏହା ତୁମ୍ଭେମାନେ ଜାଣିବ; ତହିଁରେ ଯିରୂଶାଲମ ପବିତ୍ର ହେବ ଓ ବିଦେଶୀୟମାନେ ତହିଁ ମଧ୍ୟଦେଇ ଆଉ ଗମନାଗମନ କରିବେ ନାହିଁ।