Joel 3:18 — Compare Translations

5 translations compared side by side

Odia - 1840
" ସହେିଦିନ ପର୍ବତଗୁଡିକ ମଧୁର ଦ୍ରାକ୍ଷାରସ କ୍ଷରଣ କରିବେ। ପାହାଡଗୁଡିକରୁ ଦୁଗ୍ଧ ପ୍ରବାହିତ ହବେ। ଯିହୁଦାର ସମସ୍ତ ଶୁଷ୍କ ନଦୀଗୁଡିକ ଜଳପୂର୍ଣ୍ଣ ହବେେ। ସଦାପ୍ରଭୁଙ୍କ ମନ୍ଦିରରୁ ଏକ ଝରଣା ନିର୍ଗତ ହବେ। ତାହା ଶିଟୀମର ଉପତ୍ୟକାକୁ ଜଳମଯ କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେଦିନ ପର୍ବତଗଣ ମିଷ୍ଟ ଦ୍ରାକ୍ଷାରସ କ୍ଷରଣ କରିବେ, ଉପପର୍ବତଗଣ ଦୁଗ୍ଧରେ ପ୍ରବାହିତ ହେବେ ଓ ଯିହୁଦାର ନଦୀ ସ୍ରୋତସକଳ ଜଳରେ ପ୍ରବାହିତ ହେବେ; ପୁଣି, ସଦାପ୍ରଭୁଙ୍କ ଗୃହରୁ ଏକ ନିର୍ଝର ନିର୍ଗତ ହେବ, ତାହା ଶିଟୀମର ଉପତ୍ୟକାକୁ ଜଳମୟ କରିବ ।
Odia Bible ERV 2004 (ପବିତ୍ର ବାଇବଲ)
ଯିହୁଦା ପାଇଁ ଗୋଟିଏ ନୂତନ ଜୀବନର ପ୍ରତିଜ୍ଞା “ସେହି ଦିନ ପର୍ବତଗୁଡ଼ିକ ମଧୁର ଦ୍ରାକ୍ଷାରସ କ୍ଷରଣ କରିବେ। ପାହାଡ଼ଗୁଡ଼ିକରୁ ଦୁ‌ଗ୍‌ଧ ପ୍ରବାହିତ ହେବ। ଯିହୁଦାର ସମସ୍ତ ଶୁଷ୍କ ନଦୀଗୁଡ଼ିକ ଜଳପୂର୍ଣ୍ଣ ହେବେ। ସଦାପ୍ରଭୁଙ୍କ ମନ୍ଦିରରୁ ଏକ ଝରଣା ନିର୍ଗତ ହେବ। ତାହା ଶିଟୀମର ଉପତ୍ୟକାକୁ ଜଳମୟ କରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେଦିନ ପର୍ବତଗଣ ମିଷ୍ଟ ଦ୍ରାକ୍ଷାରସ ଝରାଇବେ, ଉପପର୍ବତଗଣ ଦୁଗ୍ଧରେ ପ୍ରବାହିତ ହେବେ ଓ ଯିହୁଦାର ନଦୀ ସ୍ରୋତସକଳ ଜଳରେ ପ୍ରବାହିତ ହେବେ; ପୁଣି, ସଦାପ୍ରଭୁଙ୍କ ଗୃହରୁ ଏକ ନିର୍ଝର ନିର୍ଗତ ହେବ, ତାହା ଶିଟୀମର ଉପତ୍ୟକାକୁ ଜଳମୟ କରିବ।
Odia IRV 2017 (ଓଡିଆ ବାଇବେଲ)
ସେଦିନ ପର୍ବତଗଣ ମିଷ୍ଟ ଦ୍ରାକ୍ଷାରସ ଝରାଇବେ, ଉପପର୍ବତଗଣ ଦୁଗ୍ଧରେ ପ୍ରବାହିତ ହେବେ ଓ ଯିହୁଦାର ନଦୀ ସ୍ରୋତସକଳ ଜଳରେ ପ୍ରବାହିତ ହେବେ; ପୁଣି, ସଦାପ୍ରଭୁଙ୍କ ଗୃହରୁ ଏକ ନିର୍ଝର ନିର୍ଗତ ହେବ, ତାହା ଶିଟୀମର ଉପତ୍ୟକାକୁ ଜଳମୟ କରିବ।