Joel 3:19 — Compare Translations

5 translations compared side by side

Odia - 1840
"ମିଶର ଗୋଟିଏ ନିର୍ଜନ ସ୍ଥାନ ହବେ ଏବଂ ଶୂନ୍ଯ ମରୁଭୂମି ହବେ। କାରଣ ସମାନେେ ଯିହୁଦାର ଲୋକମାନଙ୍କ ପ୍ରତି ନିଷ୍ଠୁର ହାଇେଥିଲେ। ସମାନେେ ସହେି ଦେଶର ନିରୀହ ଲୋକମାନଙ୍କୁ ହତ୍ଯା କରିଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯିହୁଦାର ସନ୍ତାନଗଣ ପ୍ରତି କୃତ ଉପଦ୍ରବ ସକାଶୁ ମିସର ଧ୍ଵଂସସ୍ଥାନ ହେବ ଓ ଇଦୋମ ଧ୍ଵଂସିତ ପ୍ରାନ୍ତର ହେବ, କାରଣ ସେମାନେ ଆପଣାମାନଙ୍କ ଦେଶରେ ନିର୍ଦ୍ଦୋଷର ରକ୍ତପାତ କରିଅଛନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ମିଶର ଗୋଟିଏ ନିର୍ଜନ ସ୍ଥାନ ହେବ ଏବଂ ଶୂନ୍ୟ ମରୁଭୂମି ହେବ। କାରଣ ସେମାନେ ଯିହୁଦାର ଲୋକମାନଙ୍କ ପ୍ରତି ନିଷ୍ଠୁର ହୋଇଥିଲେ। ସେମାନେ ସେହି ଦେଶର ନିରୀହ ଲୋକମାନଙ୍କୁ ହତ୍ୟା କରିଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯିହୁଦାର ସନ୍ତାନଗଣ ପ୍ରତି କୃତ ଉପଦ୍ରବ ସକାଶୁ ମିସର ଧ୍ୱଂସସ୍ଥାନ ହେବ ଓ ଇଦୋମ ଧ୍ୱଂସିତ ପ୍ରାନ୍ତର ହେବ, କାରଣ ସେମାନେ ଆପଣାମାନଙ୍କ ଦେଶରେ ନିର୍ଦ୍ଦୋଷର ରକ୍ତପାତ କରିଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
ଯିହୁଦାର ସନ୍ତାନଗଣ ପ୍ରତି କୃତ ଉପଦ୍ରବ ସକାଶୁ ମିସର ଧ୍ୱଂସସ୍ଥାନ ହେବ ଓ ଇଦୋମ ଧ୍ୱଂସିତ ପ୍ରାନ୍ତର ହେବ, କାରଣ ସେମାନେ ଆପଣାମାନଙ୍କ ଦେଶରେ ନିର୍ଦ୍ଦୋଷର ରକ୍ତପାତ କରିଅଛନ୍ତି।