Joel 3:20 — Compare Translations
5 translations compared side by side
Odia - 1840
"କିନ୍ତୁ ଯିହୁଦା ଓ ୟିରୁଶାଲମ ରେ ଲୋକମାନେ ପୁରୁଷାନୁକ୍ରମେ ଚିରକାଳ ବାସ କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ଯିହୁଦା ଚିରକାଳ ଓ ଯିରୂଶାଲମ ପୁରୁଷାନୁକ୍ରମେ ରହିବ ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ଯିହୁଦା ଓ ଯିରୁଶାଲମରେ ଲୋକମାନେ ପୁରୁଷାନୁକ୍ରମେ ଚିରକାଳ ବାସ କରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ଯିହୁଦା ଚିରକାଳ ଓ ଯିରୂଶାଲମ ପୁରୁଷାନୁକ୍ରମେ ରହିବ।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ଯିହୁଦା ଚିରକାଳ ଓ ଯିରୂଶାଲମ ପୁରୁଷାନୁକ୍ରମେ ରହିବ।