Joel 3:21 — Compare Translations

5 translations compared side by side

Odia - 1840
"କିନ୍ତୁ ଯେଉଁ ଲୋକମାନେ ଆମ୍ଭ ସନ୍ତାନଗଣଙ୍କୁ ହତ୍ଯା କରିଛନ୍ତି ଆମ୍ଭେ ପ୍ରକୃତ ରେ ସମାନଙ୍କେୁ ଶାସ୍ତି ଦବୋ। କାରଣ ସଦାପ୍ରଭୁ ପରମେଶ୍ବର ସିୟୋନ ରେ ବାସ କରନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଆମ୍ଭେ ସେମାନଙ୍କର ଯେଉଁ ରକ୍ତ ପରିଷ୍କାର କରି ନାହୁଁ, ତାହା ପରିଷ୍କାର କରିବା; କାରଣ ସଦାପ୍ରଭୁ ସିୟୋନରେ ବାସ କରନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ଯେଉଁ ଲୋକମାନେ ଆମ୍ଭ ସନ୍ତାନଗଣଙ୍କୁ ହତ୍ୟା କରିଛନ୍ତି ଆମ୍ଭେ ପ୍ରକୃତରେ ସେମାନଙ୍କୁ ଶାସ୍ତି ଦେବା।” କାରଣ ସଦାପ୍ରଭୁ ପରମେଶ୍ୱର ସିୟୋନରେ ବାସ କରନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଆମ୍ଭେ ସେମାନଙ୍କର ଯେଉଁ ରକ୍ତକୁ ନିର୍ଦ୍ଦୋଷ କରି ନାହୁଁ, ତାହା ନିର୍ଦ୍ଦୋଷ କରିବା। କାରଣ ସଦାପ୍ରଭୁ ସିୟୋନରେ ବାସ କରନ୍ତି।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଆମ୍ଭେ ସେମାନଙ୍କର ଯେଉଁ ରକ୍ତକୁ ନିର୍ଦ୍ଦୋଷ କରି ନାହୁଁ, ତାହା ନିର୍ଦ୍ଦୋଷ କରିବା।” କାରଣ ସଦାପ୍ରଭୁ ସିୟୋନରେ ବାସ କରନ୍ତି।