Joel 3:4 — Compare Translations

5 translations compared side by side

Odia - 1840
"ଏପରିକି, ହେ ସୋର, ସୀଦୋନ ଓ ପଲେଷ୍ଟୀୟର ସକଳ ଅଞ୍ଚଳ, ତୁମ୍ଭମାନେେ ଆମ୍ଭ ପ୍ରତି କିଛି ନୁହଁ। ଆମ୍ଭେ କିଛି କଲେ ତୁମ୍ଭମାନେେ ଆମ୍ଭଙ୍କୁ ଦଣ୍ତ ଦଇେ ପାରିବ କି? କିନ୍ତୁ ଆମ୍ଭେ ଖୁବ୍ ଶୀଘ୍ର ତୁମ୍ଭମାନଙ୍କୁ ଦଣ୍ତ ଦବୋ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆହୁରି, ହେ ସୋର, ସୀଦୋନ ଓ ପଲେଷ୍ଟୀୟାର ସକଳ ଅଞ୍ଚଳ, ତୁମ୍ଭେମାନେ ଆମ୍ଭ ପ୍ରତି କଅ? ତୁମ୍ଭେମାନେ କି ଆମ୍ଭକୁ ପ୍ରତିଫଳ ଦେବ? ଓ ତୁମ୍ଭେମାନେ ଆମ୍ଭକୁ ପ୍ରତିଫଳ ଦେଲେ, ଆମ୍ଭେ ଅବିଳମ୍ଵରେ ଓ ଅତି ଶୀଘ୍ରରେ ତୁମ୍ଭମାନଙ୍କର ପ୍ରତିଫଳ ତୁମ୍ଭମାନଙ୍କର ନିଜ ମସ୍ତକରେ ବର୍ତ୍ତାଇବା ।
Odia Bible ERV 2004 (ପବିତ୍ର ବାଇବଲ)
“ଏପରିକି, ହେ ସୋର, ସୀଦୋନ ଓ ପଲେଷ୍ଟୀୟର ସକଳ ଅଞ୍ଚଳ, ତୁମ୍ଭେମାନେ ଆମ୍ଭ ପ୍ରତି କିଛି ନୁହଁ। ଆମ୍ଭେ କିଛି କଲେ ତୁମ୍ଭେମାନେ ଆମ୍ଭଙ୍କୁ ଦଣ୍ତ ଦେଇ ପାରିବ କି? କିନ୍ତୁ ଆମ୍ଭେ ଖୁବ୍ ଶୀଘ୍ର ତୁମ୍ଭମାନଙ୍କୁ ଦଣ୍ତ ଦେବା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆହୁରି, ହେ ସୋର, ସୀଦୋନ ଓ ପଲେଷ୍ଟୀୟାର ସକଳ ଅଞ୍ଚଳ, ତୁମ୍ଭେମାନେ ଆମ୍ଭ ପ୍ରତି କଅଣ କରିବ? ତୁମ୍ଭେମାନେ କି ଆମ୍ଭକୁ ପ୍ରତିଫଳ ଦେବ? ଓ ତୁମ୍ଭେମାନେ ଆମ୍ଭକୁ ପ୍ରତିଫଳ ଦେଲେ, ଆମ୍ଭେ ଅବିଳମ୍ବରେ ଓ ଅତି ଶୀଘ୍ରରେ ତୁମ୍ଭମାନଙ୍କର ପ୍ରତିଫଳ ତୁମ୍ଭମାନଙ୍କର ନିଜ ମସ୍ତକରେ ବର୍ତ୍ତାଇବା।
Odia IRV 2017 (ଓଡିଆ ବାଇବେଲ)