Joel 3:5 — Compare Translations

5 translations compared side by side

Odia - 1840
"ତୁମ୍ଭମାନେେ ଆମ୍ଭର ସମସ୍ତ ରୂପା ଓ ସୁନା ଅପହରଣ କରିଅଛ। ଆମ୍ଭର ମୂଲ୍ଯବାନ ଭଣ୍ତାରକୁ ଖାଲି କରି ତୁମ୍ଭ ମନ୍ଦିର ରେ ରଖିଅଛ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ତୁମ୍ଭେମାନେ ଆମ୍ଭର ରୂପା ଓ ସୁନା ହରଣ କରିଅଛ, ଆଉ ଆମ୍ଭର ଉତ୍ତମ ମନୋହର ପଦାର୍ଥମାନ ଆପଣାମାନଙ୍କର ମନ୍ଦିରକୁ ବହି ନେଇ ଯାଇଅଛ;
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେମାନେ ଆମ୍ଭର ସମସ୍ତ ରୂପା ଓ ସୁନା ଅପହରଣ କରିଅଛ। ଆମ୍ଭର ମୂଲ୍ୟବାନ ଭଣ୍ତାରକୁ ଖାଲି କରି ତୁମ୍ଭ ମନ୍ଦିରରେ ରଖିଅଛ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ତୁମ୍ଭେମାନେ ଆମ୍ଭର ରୂପା ଓ ସୁନା ହରଣ କରିଅଛ, ଆଉ ଆମ୍ଭର ଉତ୍ତମ ମନୋହର ପଦାର୍ଥମାନ ଆପଣାମାନଙ୍କର ମନ୍ଦିରକୁ ବହି ନେଇ ଯାଇଅଛ;
Odia IRV 2017 (ଓଡିଆ ବାଇବେଲ)
କାରଣ ତୁମ୍ଭେମାନେ ଆମ୍ଭର ରୂପା ଓ ସୁନା ହରଣ କରିଅଛ, ଆଉ ଆମ୍ଭର ଉତ୍ତମ ମନୋହର ପଦାର୍ଥମାନ ଆପଣାମାନଙ୍କର ମନ୍ଦିରକୁ ବହି ନେଇ ଯାଇଅଛ;