Joel 3:6 — Compare Translations
5 translations compared side by side
Odia - 1840
"ତୁମ୍ଭମାନେେ ଯିହୁଦା ଓ ୟିରୁଶାଲମର ସନ୍ତାନଗଣଙ୍କୁ ଗ୍ରୀସ୍ ରେ ବିକ୍ରୀ କରିଛ ଏବଂ ସମାନଙ୍କେୁ ସମାନଙ୍କେର ସୀମାରୁ ବହୁଦୂରକୁ ନଇୟୋଇଛ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆହୁରି, ଯିହୁଦାର ସନ୍ତାନଗଣକୁ ଓ ଯିରୂଶାଲମର ସନ୍ତାନଗଣକୁ ସେମାନଙ୍କ ସୀମାରୁ ଦୂର କରିବା ନିମନ୍ତେ ଗ୍ରୀସ୍ର ସନ୍ତାନଗଣ ନିକଟରେ ସେମାନଙ୍କୁ ବିକ୍ରୟ କରିଅଛ ।
Odia Bible ERV 2004 (ପବିତ୍ର ବାଇବଲ)
“ତୁମ୍ଭେମାନେ ଯିହୁଦା ଓ ଯିରୁଶାଲମର ସନ୍ତାନଗଣଙ୍କୁ ଗ୍ରୀସ୍ରେ ବିକ୍ରୀ କରିଛ ଏବଂ ସେମାନଙ୍କୁ ସେମାନଙ୍କର ସୀମାରୁ ବହୁଦୂରକୁ ନେଇଯାଇଛ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆହୁରି ଯିହୁଦାର ସନ୍ତାନଗଣକୁ ଓ ଯିରୂଶାଲମର ସନ୍ତାନଗଣକୁ ସେମାନଙ୍କ ସୀମାରୁ ଦୂର କରିବା ନିମନ୍ତେ ଗ୍ରୀସ୍ର ସନ୍ତାନଗଣ ନିକଟରେ ସେମାନଙ୍କୁ ବିକ୍ରୟ କରିଅଛ।
Odia IRV 2017 (ଓଡିଆ ବାଇବେଲ)
ଆହୁରି ଯିହୁଦାର ସନ୍ତାନଗଣକୁ ଓ ଯିରୂଶାଲମର ସନ୍ତାନଗଣକୁ ସେମାନଙ୍କ ସୀମାରୁ ଦୂର କରିବା ନିମନ୍ତେ ଗ୍ରୀସ୍ର ସନ୍ତାନଗଣ ନିକଟରେ ସେମାନଙ୍କୁ ବିକ୍ରୟ କରିଅଛ।