Joel 3:7 — Compare Translations

5 translations compared side by side

Odia - 1840
"ତୁମ୍ଭମାନେେ ଆମ୍ଭର ସନ୍ତାନମାନଙ୍କୁ ବହୁଦୂରକୁ ପଠାଇ ଦଇେଛ। କିନ୍ତୁ ଆମ୍ଭେ ସମାନଙ୍କେୁ ଫରୋଇ ଆଣିବା। ଆଉ ମଧ୍ଯ ତୁମ୍ଭର ଏହି କର୍ମ ଲାଗି ତୁମ୍ଭମାନଙ୍କୁ ଦଣ୍ତ ଦବୋ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଦେଖ, ତୁମ୍ଭେମାନେ ଯେଉଁ ସ୍ଥାନରେ ସେମାନଙ୍କୁ ବିକ୍ରୟ କରିଅଛ, ଆମ୍ଭେ ସେମାନଙ୍କର ପ୍ରବୃତ୍ତି ଜନ୍ମାଇ ସେହି ସ୍ଥାନରୁ ବାହାର କରିବା ଓ ତୁମ୍ଭମାନଙ୍କର ପ୍ରତିଫଳ ତୁମ୍ଭମାନଙ୍କର ମସ୍ତକରେ ବର୍ତ୍ତାଇବା;
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେମାନେ ଆମ୍ଭର ସନ୍ତାନମାନଙ୍କୁ ବହୁଦୂରକୁ ପଠାଇ ଦେଇଛ। କିନ୍ତୁ ଆମ୍ଭେ ସେମାନଙ୍କୁ ଫେରାଇ ଆଣିବା। ଆଉ ମଧ୍ୟ ତୁମ୍ଭର ଏହି କର୍ମ ଲାଗି ତୁମ୍ଭମାନଙ୍କୁ ଦଣ୍ତ ଦେବା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଦେଖ, ତୁମ୍ଭେମାନେ ଯେଉଁ ସ୍ଥାନରେ ସେମାନଙ୍କୁ ବିକ୍ରୟ କରିଅଛ, ଆମ୍ଭେ ସେମାନଙ୍କର ପ୍ରବୃତ୍ତି ଜନ୍ମାଇ ସେହି ସ୍ଥାନରୁ ବାହାର କରିବା ଓ ତୁମ୍ଭମାନଙ୍କର ପ୍ରତିଫଳ ତୁମ୍ଭମାନଙ୍କର ମସ୍ତକରେ ବର୍ତ୍ତାଇବା;
Odia IRV 2017 (ଓଡିଆ ବାଇବେଲ)