Joel 3:8 — Compare Translations
5 translations compared side by side
Odia - 1840
"ତୁମ୍ଭମାନଙ୍କର ପୁତ୍ର କନ୍ଯାମାନଙ୍କୁ ଯିହୁଦାର ଲୋକମାନଙ୍କୁ ବିକ୍ରୀ କରିବା। ତେଣୁ ସମାନେେ ସହେି ସନ୍ତାନମାନଙ୍କୁ ଦୂର ଦେଶୀଯ ଶୀବାଯୀଯ ଲୋକମାନଙ୍କୁ ବିକ୍ରୀ କରିବେ, କାରଣ ସଦାପ୍ରଭୁ ଏହା କହିଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଆମ୍ଭେ ତୁମ୍ଭମାନଙ୍କର ପୁତ୍ରଗଣ ଓ ତୁମ୍ଭମାନଙ୍କର କନ୍ୟାଗଣକୁ ଯିହୁଦାର ସନ୍ତାନଗଣର ହସ୍ତରେ ବିକ୍ରୟ କରିବା, ତହିଁରେ ସେମାନେ ସେମାନଙ୍କୁ ଦୂରଗୋଷ୍ଠୀୟ ଶିବାୟୀୟ ଲୋକମାନଙ୍କ ନିକଟରେ ବିକ୍ରୟ କରିବେ; କାରଣ ସଦାପ୍ରଭୁ ଏହା କହିଅଛନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭମାନଙ୍କର ପୁତ୍ରକନ୍ୟାମାନଙ୍କୁ ଯିହୁଦାର ଲୋକମାନଙ୍କୁ ବିକ୍ରୀ କରିବା। ତେଣୁ ସେମାନେ ସେହି ସନ୍ତାନମାନଙ୍କୁ ଦୂର ଦେଶୀୟ ଶୀବାୟୀୟ ଲୋକମାନଙ୍କୁ ବିକ୍ରୀ କରିବେ,” କାରଣ ସଦାପ୍ରଭୁ ଏହା କହିଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଆମ୍ଭେ ତୁମ୍ଭମାନଙ୍କର ପୁତ୍ରଗଣ ଓ ତୁମ୍ଭମାନଙ୍କର କନ୍ୟାଗଣଙ୍କୁ ଯିହୁଦାର ସନ୍ତାନଗଣର ହସ୍ତରେ ବିକ୍ରୟ କରିବା, ତହିଁରେ ସେମାନେ ସେମାନଙ୍କୁ ଦୂର ଗୋଷ୍ଠୀୟ ଶିବାୟୀୟ ଲୋକମାନଙ୍କ ନିକଟରେ ବିକ୍ରୟ କରିବେ; କାରଣ ସଦାପ୍ରଭୁ ଏହା କହିଅଛନ୍ତି।”
Odia IRV 2017 (ଓଡିଆ ବାଇବେଲ)
ପୁଣି, ଆମ୍ଭେ ତୁମ୍ଭମାନଙ୍କର ପୁତ୍ରଗଣ ଓ ତୁମ୍ଭମାନଙ୍କର କନ୍ୟାଗଣଙ୍କୁ ଯିହୁଦାର ସନ୍ତାନଗଣର ହସ୍ତରେ ବିକ୍ରୟ କରିବା, ତହିଁରେ ସେମାନେ ସେମାନଙ୍କୁ ଦୂର ଗୋଷ୍ଠୀୟ ଶିବାୟୀୟ ଲୋକମାନଙ୍କ ନିକଟରେ ବିକ୍ରୟ କରିବେ; କାରଣ ସଦାପ୍ରଭୁ ଏହା କହିଅଛନ୍ତି।