Joel 3:9 — Compare Translations
5 translations compared side by side
Odia - 1840
"ତୁମ୍ଭମାନଙ୍କ ରାଜ୍ଯ ମଧିଅରେ ଏହା ଘାଷେଣା କର। ୟୁଦ୍ଧ ପାଇଁ ପ୍ରସ୍ତୁତ ହୁଅ। ସମସ୍ତ ଯୋଦ୍ଧାମାନେ ଜାଗ୍ରତ ହୁଅ। ୟୁଦ୍ଧର ସମସ୍ତ ଲୋକମାନଙ୍କୁ ଜାଗ୍ରତ ହବୋକୁ ଡାକ ଏବଂ ୟୁଦ୍ଧ ଭୂମିରେ ସମ୍ମୁଖୀନ ହୁଅ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେମାନେ ଗୋଷ୍ଠୀବର୍ଗ ମଧ୍ୟରେ ଏହି କଥା ପ୍ରଚାର କର; ଯୁଦ୍ଧ ଆୟୋଜନ କର; ବୀରମାନଙ୍କର ପ୍ରବୃତ୍ତି ଜନ୍ମାଅ; ଯୋଦ୍ଧା ସମସ୍ତେ ନିକଟକୁ ଆସି ଉପସ୍ଥିତ ହେଉନ୍ତୁ ।
Odia Bible ERV 2004 (ପବିତ୍ର ବାଇବଲ)
ଯୁଦ୍ଧ ପାଇଁ ପ୍ରସ୍ତୁତ ହୁଅ ତୁମ୍ଭମାନଙ୍କ ରାଜ୍ୟ ମଧ୍ୟରେ ଏହା ଘୋଷଣା କର। ଯୁଦ୍ଧ ପାଇଁ ପ୍ରସ୍ତୁତ ହୁଅ। ସମସ୍ତ ଯୋଦ୍ଧାମାନେ ଜାଗ୍ରତ ହୁଅ। ଯୁଦ୍ଧର ସମସ୍ତ ଲୋକମାନଙ୍କୁ ଜାଗ୍ରତ ହେବାକୁ ଡାକ ଏବଂ ଯୁଦ୍ଧ ଭୂମିରେ ସମ୍ମୁଖୀନ ହୁଅ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେମାନେ ଗୋଷ୍ଠୀବର୍ଗ ମଧ୍ୟରେ ଏହି କଥା ପ୍ରଚାର କର; ଯୁଦ୍ଧ ଆୟୋଜନ କର; ବୀରମାନଙ୍କର ପ୍ରବୃତ୍ତି ଜନ୍ମାଅ; ଯୋଦ୍ଧା ସମସ୍ତେ ନିକଟକୁ ଆସି ଉପସ୍ଥିତ ହେଉନ୍ତୁ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେମାନେ ଗୋଷ୍ଠୀବର୍ଗ ମଧ୍ୟରେ ଏହି କଥା ପ୍ରଚାର କର; ଯୁଦ୍ଧ ଆୟୋଜନ କର; ବୀରମାନଙ୍କର ପ୍ରବୃତ୍ତି ଜନ୍ମାଅ; ଯୋଦ୍ଧା ସମସ୍ତେ ନିକଟକୁ ଆସି ଉପସ୍ଥିତ ହେଉନ୍ତୁ।