John 1:11 — Compare Translations

7 translations compared side by side

Odia - 1840
"ସେ ତାହାଙ୍କ ନିଜ ଜଗତକୁ ଆସିଲେ, କିନ୍ତୁ ତାହାଙ୍କର ନିଜ ଲୋକମାନେ ତାହାଙ୍କୁ ଗ୍ରହଣ କଲେ ନାହିଁ,"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ଆପଣା ରାଜ୍ୟକୁଆସିଲେ, ତଥାପି ତାହାଙ୍କର ନିଜ ଲୋକମାନେ ତାହାଙ୍କୁ ଗ୍ରହଣ କଲେ ନାହିଁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ସେ ତାଙ୍କ ନିଜ ରାଜ୍ୟକୁ ଆସିଲେ, ଅଥଚ ତାଙ୍କ ଲୋକମାନେ ତାଙ୍କୁ ଗ୍ରହଣ କଲେ ନାହିଁ।
Odia Bible ERV 2004 (ପବିତ୍ର ବାଇବଲ)
ସେ ତାହାଙ୍କ ନିଜ ଜଗତକୁ ଆସିଲେ, କିନ୍ତୁ ତାହାଙ୍କର ନିଜ ଲୋକମାନେ ତାହାଙ୍କୁ ଗ୍ରହଣ କଲେ ନାହିଁ,
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ଆପଣା ରାଜ୍ୟକୁ ଆସିଲେ, ତଥାପି ତାହାଙ୍କର ନିଜ ଲୋକମାନେ ତାହାଙ୍କୁ ଗ୍ରହଣ କଲେ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ସେ ଆପଣା ରାଜ୍ୟକୁଆସିଲେ, ତଥାପି ତାହାଙ୍କର ନିଜ ଲୋକମାନେ ତାହାଙ୍କୁ ଗ୍ରହଣ କଲେ ନାହିଁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತೊ ಅಪ್ಲ್ಯಾ ಸ್ವತಾಚ್ಯಾ ದೆಶಾಕ್‍ ಯೆಲೊ. ಖರೆ ತ್ಯೆಚ್ಯಾ ಲೊಕಾನಿಚ್ ತೆಕಾ ಸ್ವಿಕಾರ್ ಕರುಕ್‍ನ್ಯಾತ್.